Latest Odisha News

BREAKING NEWS

Browsing Tag

Entertainment

ବହୁଭାଷୀ ଚଳଚ୍ଚିତ୍ର ‘ଜୟ ମା’ ସମଲେଇର’ ଶୁଭ ମହୁରତ

ସମ୍ବଲପୁର : ମାଆ ସମଲେଶ୍ୱରୀଙ୍କ ଗାଥା ଓ ମହିମାକୁ ନେଇ ସନଲିଶା ସିଗ୍ନେଚର, ଶିରିଡି ସାଈବାବା ମୁଭିଜ ଓ ନ୍ୟୁ ଜେନେରେସନ ଫିଲ୍ମସ ମିଳିତ ଆନୁକୂଲ୍ୟରେ ବହୁଭାଷୀ ଚଳଚ୍ଚିତ୍ର 'ଜୟ ମା ସମଲେଇ' ର ଶୁଭ ମହୁରତ ମାଆ ସମଲେଶ୍ଵରୀଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନିର୍ଦ୍ଦେଶକ…

ମୁକ୍ତିଲାଭ କଲା “ଶାନ୍ତି ଆପାର୍ଟମେଣ୍ଟ”ର ମ୍ୟୁଜିକ୍ ଓ ଟ୍ରେଲର

ଭୁବନେଶ୍ବର : ସମ୍ପୂର୍ଣ୍ଣ ମୌଳିକ କାହାଣୀକୁ ନେଇ ପ୍ରସ୍ତୁତ ହୋଇଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଶାନ୍ତି ଆପାର୍ଟମେଣ୍ଟ’ର ମ୍ୟୁଜିକ ରିଲିଜ୍ ହୋଇଯାଇଛି । ଏହି ଅବସରରେ ସିନେମାର କଳାକାର ଓ ତେକ୍ନିସିଆନଙ୍କ ସମେତ ଓଲିଉଡ଼ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ । ଏହି ଚଳଚ୍ଚିତ୍ରର…

ମୋହିତ: ମୁଁ ମୋ ଜୀବନରେ ୨ଟି ଫୋନ୍ କଲ୍ ଆଦୌ ଭୁଲି ପାରିବି ନାହିଁ 

ନୂଆଦିଲ୍ଲୀ: ଟେଲିଭିଜନ ସୋ’ ‘ଦେବୋ କେ ଦେବ ମହାଦେବ’ରେ ଭଗବାନ ଶିବଙ୍କ ଭୂମିକାରେ ଅଭିନୟ କରିଥିବା ମୋହିତ ରୈନା ଘରେଘରେ ପରିଚିତ। ଅନେକ ବୟସ୍କ ଲୋକ ତାଙ୍କୁ ବାସ୍ତବରେ ଭଗବାନ ଶିବ ବୋଲି ମନେ କରନ୍ତି। ଲାଇଫ ଓକେ ଟିଭିରେ ପ୍ରସାରିତ ହେଉଥିବା ମହାଦେବ ସିରିଏଲରେ ତାଙ୍କୁ ବେଶ୍ ଖ୍ୟାତି…

ଖୁବ୍ ଶୀଘ୍ର ବିବାହ କରିବେ ବିଜୟ ଦେବରକୋଣ୍ଡା ! ଇଭେଣ୍ଟରେ କଲେ ଖୁଲାସା କେବେ କରିବେ ବିବାହ

ମୁମ୍ବାଇ : ପାନ୍  ଇଣ୍ଡିଆର ସୁପରଷ୍ଟାର ବିଜୟ ଦେବରକୋଣ୍ଡା । ଖୁବ୍ ଶୀଘ୍ର ସେ ବିବାହ କରିବାକୁ ଯାଉଛନ୍ତି  ।   ଆମେ ଏକଥା କହୁନୁ , ସେ ନିଜେ ଏକ ଇଭେଣ୍ଟରେ ଖୁଲାସା କରିଛନ୍ତି  । ବତ୍ତର୍ମାନ ସାମନ୍ଥାଙ୍କ ସହ ଏକ ଫିଲ୍ମ ଆସିବାକୁ ଯାଉଛି  । ଯାହାର ନାମ ହେଉଛି ଖୁସି । କେବଳ ତେଲୁଗୁ ଭାଷା…

ରିଲିଜ ହୋଇଛି ବହୁ ପ୍ରତୀକ୍ଷିତ ସିନେମା ‘ଜେଲର’: ଭାରତରେ ୧୪ କୋଟିର ଅଗ୍ରୀମ ଟିକେଟ୍ ବିକ୍ରି

ମୁମ୍ବାଇ: ମୁକ୍ତିଲାଭ କରିଛି ବହୁ ପ୍ରତୀକ୍ଷିତ ସିନେମା ଜେଲର । ଦୁଇ ବର୍ଷ ପରେ ପୁଣି ପରଦାକୁ ଫେରିଛନ୍ତି ସୁପରଷ୍ଟାର ରଜନୀକାନ୍ତ। ସାଉଥ ସୁପରଷ୍ଟାର ରଜନୀକାନ୍ତ ଓ ତମନ୍ନା ଭାଟିଆଙ୍କ ଅଭୀନିତ ଏହି ଫିଲ୍ମକୁ ନେଇ ଫ୍ୟାନ୍ସ ମାନଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି । ପ୍ରଶଂସକମାନେ ହଲ ସାମ୍ନାରେ…

ଓଟିଟି ପ୍ଲାଟଫର୍ମରେ ନୀଳମାଧବ ପଣ୍ଡାଙ୍କ ‘ଦ ଜେଙ୍ଗାବୁରୁ କର୍ସ’

ଭୁବନେଶ୍ୱର : ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓ ଜାତୀୟ ପୁରସ୍କାରପ୍ରାପ୍ତ ପ୍ରଯୋଜକ ଓ ନିର୍ଦ୍ଦେଶକ ନୀଳମାଧବ ପଣ୍ଡା ଭାରତର ପ୍ରଥମ କ୍ଲାଇମେଟ୍ ଫିକ୍ସନ (କ୍ଲି-ଫି) ଥ୍ରିଲର ସିରିଜ୍ ‘ଦ ଜେଙ୍ଗାବୁରୁ କର୍ସ’ର ରିଲିଜ୍ ପାଇଁ ପ୍ରସ୍ତୁତ ହୋଇଛନ୍ତି । ଏହି ସିରିଜ୍ ଆସନ୍ତା ଅଗଷ୍ଟ ୯ ତାରିଖ…

ୟୁଟ୍ୟୁବ୍‌ ଚାନେଲ ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହେଲେ ଆରାଧ୍ୟା

ନୂଆଦିଲ୍ଲୀ : ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପରିବାରର ଲାଡଲି ହେଉଛନ୍ତି ଆରାଧ୍ୟା । ଅମିତାଭଙ୍କ ନାତୁଣୀ ଆରାଧ୍ୟା ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଆରାଧ୍ୟା ବଚ୍ଚନ ଗୋଟିଏ ୟୁଟ୍ୟବ୍‌ ଚ୍ୟାନେଲ୍‌ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି । ଆଜି ଦିଲ୍ଲୀ ହାଇକୋର୍ଟଙ୍କ…

ରିଚାର୍ଡ କିସ୍‌ ମାମଲାରେ ଶିଳ୍ପାସେଟ୍ଟୀଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ : ବହୁଚର୍ଚ୍ଚିତ ଅଭିନେତ୍ରୀ ଶିଳ୍ପାସେଟ୍ଟୀ । ନିଜର ଷ୍ଟାଇଲ୍‌ ଏବଂ ଗ୍ଲାମର ଲୁକ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି । ସେ ନିଜର ଫିଟ୍‌ନେସ ପାଇଁ ସାନ ଅଭିନେତ୍ରୀ ମାନଙ୍କୁ ପଛରେ ପକାଇ ଦିଅନ୍ତି । ବର୍ତ୍ତମାନ ତାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି । ୨୦୦୭ରେ ହଲିଉଡ ତାରକା…

ସ୍ୱାମୀଙ୍କ ସହ ଡେଟରେ ଯାଇ ଚର୍ଚ୍ଚାରେ ପ୍ରିୟଙ୍କା; ଭାଇରାଲ୍‌ ହେଉଛି ଫଟୋ

ନୂଆଦିଲ୍ଲୀ : ବଲିଉଡର ଦେଶୀ ଗାର୍ଲ ପ୍ରିୟଙ୍କା ଚୋପ୍ରା । ନିଜ ଗ୍ଲାମର ଲୁକ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି ପ୍ରିୟଙ୍କା । ବର୍ତ୍ତମାନ ସେ କୌଣସି ଲୁକ୍‌ କିମ୍ବା ସିନେମା ପାଇଁ ନୁହେଁ ବରଂ ସ୍ୱାମୀଙ୍କ ସହ ଡେଟ୍‌ କରିବାକୁ ଯାଇ ଚର୍ଚ୍ଚାରେ…

ଧମକପୂର୍ଣ୍ଣ ମେଲ୍‌ ପରେ ବଢ଼ିଲା ବଲିଉଡ ଷ୍ଟାର୍‌ ସଲ୍‌ମାନ ଖାନଙ୍କ ସୁରକ୍ଷା ବ୍ୟବସ୍ଥା

ମୁମ୍ବାଇ : ବଲିଉଡ ଷ୍ଟାର୍ ସଲ୍‌ମାନ ଖାନଙ୍କୁ ମିଳିଛି ହତ୍ୟା ଧମକ । ଏଥିପାଇଁ ମୁମ୍ବାଇ ପୋଲିସ ପକ୍ଷରୁ ସଲମାନ ଖାନଙ୍କ ବାସଭବନ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସଲମାନଙ୍କୁ  Y+ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେଉଛି ମୁମ୍ବାଇ ପୋଲିସ  । ଗ୍ୟାଙ୍ଗଷ୍ଟର ଲରେନ୍ସ…