Latest Odisha News
Browsing Tag

Entertainment

ସୁଟିଂ ସମୟରେ ଅଭିନେତା ବିଜୟ ଆଣ୍ଟୋନି ଆହତ

ମୁମ୍ବାଇ: ଦକ୍ଷିଣ ଚଳଚ୍ଚିତ୍ରର ଲୋକପ୍ରିୟ ଅଭିନେତା ତଥା ସଙ୍ଗୀତ ନିର୍ଦ୍ଦେଶକ ବିଜୟ ଆଣ୍ଟୋନି ଆହତ । ବର୍ତ୍ତମାନ ମାଲେସିଆର ଲାଙ୍ଗକାବି ଦ୍ୱୀପରେ ’ ଚଳଚ୍ଚିତ୍ର ‘ପିଚାଇକ୍କରନ’ର ସିକ୍ୱେଲ ପାଇଁ ଶୁଟିଂ ଚାଲିଛି। ଏହି ସମୟରେ ଏକ ଖରାପ ଖବର ସାମ୍ନାକୁ ଆସିଛି ଯେ ଫିଲ୍ମର ଏକ ଆକ୍ସନ ସିନ୍‌ରେ…

ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ଆଥିୟା-କେ.ଏଲ ରାହୁଲ, ଚାଲିଛି ପ୍ରସ୍ତୁତି..

ନୂଆଦିଲ୍ଲୀ : ଖୁବଶୀଘ୍ର ବିବାହ କରିବାକୁ ଯାଉଛନ୍ତି ଅଭିନେତ୍ରୀ ଅଥିୟା ସେଟ୍ଟି ଓ କ୍ରିକେଟର କେ.ଏଲ ରାହୁଲ । ସାମ୍ନାକୁ ଆସିଲା ବିବାହ ତାରିଖ  । ଖଣ୍ଡାଲାରେ ୩ ଦିନ ଧରି ଚାଲିବ ଦୁହିଁଙ୍କ ବିବାହ ଉତ୍ସବ । ବିବାହରେ ଯୋଗଦେବେ ବଲିଉଡ ଏବଂ କ୍ରିକେଟର ନାମୀ ଦାମୀ ତାରକା  । ଏହି ତାରକା…

ଓସ୍କାର ଦୌଡ଼ରେ ସାମିଲ ହେଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ଓସ୍କାର ୨୦୨୩ରେ ବେଷ୍ଟ ଫିଲ୍ମ ଓ ବେଷ୍ଟ ଆକ୍ଟର କାଟାଗୋରୀରେ ସାମିଲ ହୋଇଛି ‘ଦ କଶ୍ମୀର ଫାଇଲ୍ସ’ । ଓସ୍କାର ୨୦୨୩ର ଲିଷ୍ଟରେ କାନ୍ତାରା, ଆରଆରଆର, ଆଲିଆ ଭଟ୍ଟଙ୍କ ଅଭିନୀତ ମୁଭି ‘ଗଙ୍ଗୁବାଇ କାଠିଆୱାଡି’ବି ସର୍ଟଲିଷ୍ଟ ହୋଇଛି । ଏଥିସହ ମାଧବନଙ୍କ ଦ୍ୱାରା ନିର୍ଦ୍ଦେଶିତ ମୁଭି…

‘ଶେହଜାଦା’ଫିଲ୍ମର ଶୁଟିଂ ସମୟରେ ଆହତ ହେଲେ କାର୍ତ୍ତିକ ଆର୍ଯ୍ୟନ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି  ।  ଫିଲ୍ମ ‘ଶେହଜାଦା’ର ଶୁଟିଂ ସମୟରେ କାର୍ତ୍ତିକ ଏକ ଛୋଟ ଦୁର୍ଘଟଣାର ଶିକାର ହୋଇଛନ୍ତି । ଫଳରେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଛି। କାର୍ତ୍ତିକ ଆର୍ଯ୍ୟନ ନିଜେ ସୋସିଆଲ ମିଡିଆରେ ଏକ ଫଟୋ…

ଖୁବ୍‌ ଶୀଘ୍ର ରିଲିଜ୍‌ ହେବ କେଜିଏଫ୍‌ ଚାପ୍ଟର-୩

ମୁମ୍ବାଇ : ଦର୍ଶକଙ୍କ ଅପେକ୍ଷାର ଅନ୍ତ ଘଟିବ । ଖୁବ୍‌ ଶୀଘ୍ର ରିଲିଜ ହେବାକୁ ଯାଉଛି କେଜିଏଫ୍‌ ଚାପ୍ଟର –୩  । ଯାହାକୁ ନେଇ ଦର୍ଶକଙ୍କ ମନରେ ଭରିରହିଛି ଉତ୍ସାହ । ଭାରତୀୟ ସିନେମା ଜଗତରେ କନ୍ନଡ଼ ଫିଲ୍ମ ‘କେଜିଏଫ୍‌’ ଦେଶ ବିଦେଶରେ ଚର୍ଚ୍ଚା ସୃଷ୍ଟି କରିଥିଲା । ଏହି ଫିଲ୍ମକୁ ଦର୍ଶକ ବହୁତ…

ଲଭ୍‌, ରୋମାନ୍ସ, ଆକ୍ସନ ନେଇ ଆସୁଛି ‘ଫେରିଲେ ମୁଁ ତୁମର’ 

ଭୁବନେଶ୍ୱର : ଖୁବ୍‌ ଶୀଘ୍ର ପରଦାକୁ ଆସୁଛି ‘ଫେରିଲେ ମୁଁ ତୁମର’  । ଆଉ ଦର୍ଶକଙ୍କ ପାଇଁ ନେଇ ଆସିଛି ଲଭ୍‌, ରୋମାନ୍ସ ଭରା ଓଡ଼ିଆ ଫିଲ୍ମ ‘ଫେରିଲେ ମୁଁ ତୁମର’  । ସୁଧାକର ବସନ୍ଥଙ୍କ ନିର୍ଦ୍ଦେଶିତ ଓଡ଼ିଆ ଫିଲ୍ମର ଅଡିଓ, ଟ୍ରେଲର ରିଲିଜ ହୋଇଯାଇଛି  । ତେବେ ଏହି ଫିଲ୍ମର କାହାଣୀଟି ଏକ…

ପଠାନ୍‌ ଫିଲ୍ମର ପ୍ରଥମ ଗୀତ ରିଲିଜ୍‌

ନୂଆଦିଲ୍ଲୀ : ରିଲିଜ୍‌ ହେଲା ପଠାନ୍‌ ଫିଲ୍ମର ପ୍ରଥମ ଗୀତ  । ପ୍ରଥମେ ପୋଷ୍ଟର ପରେ ଟିଜର ବର୍ତ୍ତମାନ ପଠାନ୍‌ର ପ୍ରଥମ ଗୀତ ରିଲିଜ ହୋଇଛି  । ଯେଉଁଥିରେ ବୋଲ୍ଡ ଲୁକ୍‌ରେ ନଜର ଆସିଛନ୍ତି ଶାହାରୁଖ ଏବଂ ଦୀପିକା  । ଶାହାରୁଖ ଏବଂ ଦୀପିକାଙ୍କ ଏହି ଲୁକ୍‌କୁ ଦର୍ଶକମାନେ ଖୁବ୍‌ ପସନ୍ଦ…

ଦିଲ୍ଲୀପ କୁମାରଙ୍କ ଜନ୍ମଜୟନ୍ତୀରେ ଭାବବିହ୍ୱଳ ହେଲେ ସାଇରା ବାନୁ

ନୂଆଦିଲ୍ଲୀ : ବଲିଉଡର କିମ୍ବଦନ୍ତୀ ଅଭିନେତା ଦିଲ୍ଲୀପ କୁମାରଙ୍କ ୧୦୦ତମ ଜନ୍ମ ବାର୍ଷିକୀ  । ତାଙ୍କ ଜନ୍ମଦିନ ପାଳନ କରିବା ପାଇଁ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍ ହିରୋ ଦିଲୀପ କୁମାର ହିରୋ ନାମକ ଦୁଇ ଦିନିଆ ଚଳଚ୍ଚିତ୍ର ମହୋତ୍ସବ ଆୟୋଜନ ହୋଇଥିଲା  । ଶନିବାର ସାଇରା ବାନୁ ଚଳଚ୍ଚିତ୍ର…

ଆଜିଯାଏଁ ଖାଲି ପଡ଼ିଛି ସୁଶାନ୍ତଙ୍କ ବିଳାସ ପୂର୍ଣ୍ଣ ଆପାର୍ଟମେଣ୍ଟ

ନୂଆଦିଲ୍ଲୀ : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଆଜି ବି ବିଶ୍ୱାସ କରିପାରୁ ନାହାଁନ୍ତି ଫ୍ୟାନ୍ସ । ସୁଶାନ୍ତ ସିଂଙ୍କ ମୃତ୍ୟୁ ୨ବର୍ଷ ବିତି ଯାଇଥିଲେ ମଧ୍ୟ ଫ୍ୟାନ୍ସଙ୍କ ମନରୁ ଭୁଲିନି ସୁଶାନ୍ତଙ୍କ ସ୍ମୃତି  । ତାଙ୍କର ପ୍ରତିଟି ଜିନିଷକୁ ନେଇ ଫ୍ୟାନ୍ସ ମାନେ ଆଜି ବି…

ଆମିରଖାନଙ୍କ ଜ୍ବାଇଁକୁ ନେଇ ପ୍ରଶଂସକଙ୍କ ମନରେ ଉଙ୍କିମାରୁଛି ଅନେକ ପ୍ରଶ୍ନ ?

ନୂଆଦିଲ୍ଲୀ : ବଲିଉଡ ଅଭିନେତା ଆମିର ଖାନଙ୍କ ଝିଅ ବିବାହକୁ ନେଇ ସୋଶିଆଲ ମିଡିଆରେ ଚାଲିଛି ଚର୍ଚ୍ଚା  । ନିକଟରେ ଅଭିନେତ୍ରୀ ଇରା ଖାନ୍ ଏବଂ ବୟଫ୍ରେଣ୍ଡ ନୁପୂର ଶିଖରଙ୍କ ସହ ନିର୍ବନ୍ଧ ହୋଇଥିଲା  । ଖୁବ୍ ଶୀଘ୍ର ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି  । ତେବେ ଇରାଙ୍କ…