Latest Odisha News

BREAKING NEWS

Browsing Tag

Entrance

ମେ’ ୩୧ରେ ବି.ଏଡ଼, ଜୁନ ୩ରେ ଏମ.ଏଡ଼ ଏବଂ ବି.ଏଚ.ଏଡ଼ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ…

ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ୧୪ ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ଚାରିଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ଆଡମିଶନ ପାଇଁ ତିନି ଦିନିଆ ସାଧାରଣ ପ୍ରବେଶିକା ପରୀକ୍ଷା ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଏକ ବିଜ୍ଞପ୍ତିରେ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓଡିଶା (ସିୟୁଏ) ର…

ବଢିଲା JNU ପ୍ରବେଶିକା ପରୀକ୍ଷା ଆବେଦନର ସମୟସୀମା !

ନୂଆଦିଲ୍ଲୀ: ଲକ୍‌-ଡାଉନ କାରଣରୁ ଜବାହରଲାଲ ଜାତୀୟ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଆବେଦନର ସମୟସୀମାକୁ ବୃଦ୍ଧି କରିଛି । କରୋନା ମହାମାରୀ ଯୋଗୁଁ ଦେଶର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏପରିକି କିଛି ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ବିନା ପରୀକ୍ଷାରେ…

ଓଜେଇଇ ୱେବସାଇଟରେ ଆଜିଠୁ ଆଡମିଟ୍ କାର୍ଡ ଉପଲବ୍ଧ

ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଲାଗି ଶୁକ୍ରବାର ଦିନ ଠାରୁ www.ojee.nic.in ୱେବସାଇଟରେ ଆଡମିଟ୍ କାର୍ଡ ଉପଲବ୍ଧ ହୋଇଛି । ଆଜି ସନ୍ଧ୍ୟା ୫ଟାରୁ ଛାତ୍ରଛାତ୍ରୀମାନେ ଓଜେଇଇ ଅଫିସିଆଲ୍ ୱେବସାଇଟରୁ ଆଡମିଟ୍ କାର୍ଡ ଡାଉନଲୋଡ କରିପାରିବେ ବୋଲି ଓଜେଇଇ ବୋର୍ଡ ପକ୍ଷରୁ…