ମେ’ ୩୧ରେ ବି.ଏଡ଼, ଜୁନ ୩ରେ ଏମ.ଏଡ଼ ଏବଂ ବି.ଏଚ.ଏଡ଼ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ…