ଫେକ୍ ଜବ୍ ରାକେଟ୍ ମାମଲାରେ ଆଉ ଜଣଙ୍କୁ ବିହାରରୁ ବାନ୍ଧିଲା EOW
ଭୁବନେଶ୍ୱର: ଗ୍ରାମୀଣ ରୋଜଗାର କଲ୍ୟାଣ ସଂସ୍ଥାନ ସଂଗଠନ ନାଁରେ ଫେକ୍ ଜବ୍ ରାକେଟ ମାମଲାରେ ଇଓଡବ୍ଲୁ ଆଉ ଜଣଙ୍କୁ ଗିରଫ କରିଛି । ବିହାରର ମହାରାଜଗଞ୍ଜରୁ ଅମିତ କୁମାର ସିଂଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା ।
ପୂର୍ବରୁ ଏହି ମାମଲାରେ ଇଓଡବ୍ଲୁ ମୁଖ୍ୟ ଅଭିଯୁକ୍ତ ଧର୍ମପାଲ…