Latest Odisha News

BREAKING NEWS

Browsing Tag

EOW

ବେଆଇନ୍ ଲୋନ୍ ଆପ୍ ମାମଲାରେ ୨ ଜଣଙ୍କୁ ଗିରଫ କଲା EOW

ଭୁବନେଶ୍ୱର: ଗୁଗୁଲ ପ୍ଲେ ଷ୍ଟୋରରେ ବେଆଇନ୍ ଲୋନ୍ ଆପ୍ ମାମଲାରେ କାର୍ଯ୍ୟାନୁଷ୍ଠାନ । ରାଜ୍ୟ ସରକାରଙ୍କ ଅର୍ଥନୈତିକ ଅପରାଧ ଶାଖା ୨ ଜଣଙ୍କୁ ଗିରଫ କରିଛି । ଗିରଫ ୨ ଜଣ ହେଉଛନ୍ତି କର୍ଣ୍ଣାଟକ ଉଡୁପି ଜିଲ୍ଲାର ରକସିତ ଓ ସୁଶାନ୍ତ । ଉଭୟଙ୍କ ବିରୋଧରେ ଇଓଡବ୍ଲୁ ଆଇପିସି ଧାରା…

ପ୍ଲେ ଷ୍ଟୋରରେ ଉପଲବ୍ଧ ବେଆଇନ୍ ଲୋନ୍ ଆପ ହଟାଇବାକୁ ଗୁଗୁଲକୁ EOWର ଚିଠି

ଭୁବନେଶ୍ୱର: ପ୍ଲେ ଷ୍ଟୋରରେ ଥିବା ବିଭିନ୍ନ ବେଆଇନ୍ ଲୋନ୍ ଆପକୁ ନେଇ ଇଓଡବ୍ଲୁ ଖୋଳତାଡ଼ ଆରମ୍ଭ କରିଛି । ଏନେଇ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ପକ୍ଷରୁ ଗୁଗୁଲକୁ ଚିଠି ଲେଖାଯାଇଛି । ଯେଉଁଥିରେ କୋକୋ ଲୋନ୍, ଜୋଜୋ ଲୋନ୍ ଭଳି ଗୁଗୁଲ ପ୍ଲେ ଷ୍ଟୋରରେ ଉପଲବ୍ଧ ୪୫ଟି ବେଆଇନ୍ ଲୋନ୍ ଆପ୍ ବିଷୟରେ ତଥ୍ୟ…

ଲାଞ୍ଚ ନେଇ ଧରାପଡ଼ିଲେ ଦିଲ୍ଲୀ ପୋଲିସ କନେଷ୍ଟବଳ; ଇନସ୍ପେକ୍ଟରଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ୱର: ଲାଞ୍ଚ ନେଇ ଧରା ପଡ଼ିଲା ଦିଲ୍ଲୀ ପୋଲିସ୍ । ଅମିତ ଲାହୁଚା ନାମକ ଜଣେ କନେଷ୍ଟବଳକୁ ସିବିଆଇ ଭୁବନେଶ୍ୱର ଶାଖା ଲାଞ୍ଚ ନେବା ବେଳେ ଧରିଛି । ସାଢ଼େ ଚାରି ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛି ଅମିତ ଲାହୁଚା । ଦିଲ୍ଲୀ ପୋଲିସର ଅର୍ଥନୈତିକ ଅପରାଧ ଶାଖାର କନେଷ୍ଟବଳ ଅମିତ ଏକ…

ଠକେଇ ମାମଲାରେ ୩ ଫେରାର ଅଭିଯୁକ୍ତଙ୍କ ଫଟୋ ଜାରି କଲା ଇଓଡବ୍ଲ୍ୟୁ

ଭୁବନେଶ୍ବର : ଠକେଇ ମାମଲାରେ ୩ ଫେରାର ଅଭିଯୁକ୍ତଙ୍କର ଜାରି ହେଲା ଫଟୋ । ଚିଟଫଣ୍ଡ ମାମଲାରେ ସମ୍ପୃକ୍ତ ୩ ଫେରାର ଅଭିଯୁକ୍ତଙ୍କ ଫଟୋ ଜାରି କରିଛି ଇଓଡବ୍ଲ୍ୟୁ । ଏହାସହ ଠକେଇ ମାମଲାରେ ଗୋଲ୍‌ଡେନ ବାବା ଓରଫ ଜ୍ୟୋତି ରଞ୍ଜନ ବେଉରାଙ୍କୁ ମଧ୍ୟ ଖୋଜୁଛି ଇଓଡବ୍ଲ୍ୟୁ । କ୍ରାଇମବ୍ରାଞ୍ଚ…