ଅଜିତ ଯୋଗୀଙ୍କୁ ହୃଦଘାତ, ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ
ଭୁବନେଶ୍ୱର : ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କୁ ହୃଦଘାତ । ଗୁରୁତର ଅବସ୍ଥାରେ ତାଙ୍କୁ ରାୟପୁରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଂଟିଲେଟରରେ ରଖାଯାଇଥିବା ଡାକ୍ତର କହିଛନ୍ତି ।
୭୪ ବର୍ଷୀୟ ଏହି ରାଜନେତା ଆଜି ଘର…