Latest Odisha News

BREAKING NEWS

Browsing Tag

Ex Minister

ବାପା ଭୂମିକାରେ ଭଟଲି ବିଧାୟକ, ଅନାଥ ଝିଅର ବାହାଘର କରି ପ୍ରଶଂସା ସାଉଁଟିଲେ ସୁଶାନ୍ତ ସିଂ

ବରଗଡ଼ : ପୁଣି ମାନବିକତା ଦେଖାଇଛନ୍ତି ଭଟଲି ବିଧାୟକ ସୁଶାନ୍ତ ସିଂ । ଜଣେ ଅସହାୟ ଅନାଥ ଝିଅ ବାହାଘରର ସବୁ ଦାୟିତ୍ୱ ତୁଲାଇବା ସହ ବାପା ଭୂମିକାରେ ନଜର ଆସିଛନ୍ତି ଭଟଲି ବିଧାୟକ ସୁଶାନ୍ତ ସିଂ । ବାହାଘରର ସମସ୍ତ ଆୟୋଜନ କରିବା ସହ ଅସହାୟ ସମୟରେ ବିଧାୟକ ସୁଶାନ୍ତ ସିଂଙ୍କ ଏହି ସହାୟତା ପାଇଁ…

ଜଳିଗଲା ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ଘର

କେନ୍ଦ୍ରାପଡ଼ା: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ଘର ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ପୋଡ଼ି ପାଉଁଶ ହୋଇ ଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ତଳକୁସୁମା ପଞ୍ଚାୟତରେ ଥିବା ବିଜୟ ମହାପାତ୍ରଙ୍କ ଚାଳ ଛପର ଘରେ ଆଜି ମଧ୍ୟାହ୍ନରେ ହଠାତ୍ ନିଆଁ ଲାଗି…

କରୋନା ଯୁଦ୍ଧରେ ହାରିଗଲେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ

ଭୁବନେଶ୍ୱର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବିଜୟଶ୍ରୀ ରାଉତରାୟ । କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ରାଉତରାୟଙ୍କର କିଛି ସମୟ ତଳେ ଦେହାନ୍ତ ହୋଇଛି । ମେ ମାସ ପ୍ରଥମ ସପ୍ତାହରେ ସେ ପଜିଟିଭ୍ ଥିବା ଜଣାପଡିଥିଲା । ମୃତ୍ୟୁ…