Latest Odisha News

BREAKING NEWS

Browsing Tag

Ex- MLA

ଦଙ୍ଗା ମାମଲାରେ ଦୋଷୀ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କୁ ଉପନିର୍ବାଚନରେ ପ୍ରାର୍ଥୀ କଲା ବିଜେପି

ଲକ୍ଷ୍ନୌ: ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେଲେ ମୁଜଫରନଗର ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ବିଧାୟକଙ୍କ ପତ୍ନୀ । ଖତୌଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଜେପି ରାଜକୁମାରୀ ସୈନିଙ୍କୁ ଟିକେଟ୍ ଦେଇଛି । ରାଜକୁମାରୀ ସୈନି ହେଉଛନ୍ତି ପୂର୍ବତନ ବିଧାୟକ ବିକ୍ରମ ସୈନିଙ୍କ ପତ୍ନୀ…

ଡବଲ ମର୍ଡର ମାମଲାରେ ଜାମିନ୍ ପାଇଲେ ପୂର୍ବତନ ବିଧାୟକ ଅନୁପ ସାଏ

ଝାରସୁଗୁଡ଼ା: ମାଆ, ଝିଅଙ୍କୁ ହତ୍ୟା ମାମଲାରେ ପୂର୍ବତନ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ବିଳାସପୁର ହାଇକୋର୍ଟ । ୨୦୧୬ ମସିହାରେ ଘଟିଥିବା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଥିଲେ…

ଖଣ୍ଡପଡା ବନ୍ୟାଞ୍ଚଳ ସ୍ଥିତି ପରଖିଲେ ପୂର୍ବତନ ବିଧାୟକ ସିଦ୍ଧାର୍ଥ ସିଂହ

ନୟାଗଡ: ରାଜ୍ୟରେ ବନ୍ୟାସ୍ଥିତି ସଂଗୀନ ହୋଇ ପଡ଼ିଥିବା ବେଳେ ପାଣି ଘେରରେ ଆଠ ଲକ୍ଷରୁ ଅଧିକ ଲୋକ ଫସି ରହିଛନ୍ତି । ମହାନଦୀରେ ମଧ୍ୟ ବନ୍ୟା ଆସିଥିବା ବେଳେ ନୟାଗଡ ଜିଲ୍ଲା ଖଣ୍ଡପଡା ନିର୍ବାଚନମଣ୍ଡଳୀ ଅଧିକ କ୍ଷତିଗ୍ରସ୍ତ ହୋଇପଡିଛି । ଏଭଳି ପରିସ୍ଥିତିରେ ଲୋକମାନଙ୍କ ନିକଟରେ ପହଂଚି…

ଭିଜିଲାନ୍ସ ଜାଲରେ ଫସିଲେ ପୂର୍ବତନ ବିଧାୟକ ଅନାମ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସୂଚନା ଅନୁଯାୟୀ ଜୟପୁର ଭିଜିଲାନ୍ସ ଏସପିଙ୍କ ତତ୍ୱାବଧାନରେ ଏହି ଚଢାଉ କାର୍ଯ୍ୟ…