ଆଜି ନିଟ୍ ୟୁଜି ପରୀକ୍ଷା
ଓଡ଼ିଶା ସମ୍ବାଦ: ଆଜିଠୁ ଦେଶର ବିଭିନ୍ନ ମେଡିକାଲ୍ କଲେଜରେ ଏମ୍ବିବିଏସ୍ ଓ ବିଡିଏସ୍ ଡିଗ୍ରୀରେ ନାମଲେଖା ପାଇଁ ନ୍ୟାସନାଲ୍ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ୟୁଜି ପରୀକ୍ଷା ହେବ । ଚଳିତବର୍ଷ ୧୮ ଲକ୍ଷ ୭୨ ହଜାର ୩୨୯ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଗତବର୍ଷ ତୁଳନାରେ…