ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡିବନି ପରୀକ୍ଷା ଫିସ୍ । ଏହାକୁ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ…