Latest Odisha News

BREAKING NEWS

Browsing Tag

Excise department.

ଅବକାରୀ ମାମଲାରେ ଗତବର୍ଷ ତୁଳନାରେ ଗିରଫଦାରୀ ୫୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ଅବକାରୀ ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ ଯୋଗୁଁ ୨୦୨୨-୨୩ ବର୍ଷରେ ରାଜ୍ୟରେ ବେଆଇନ୍‍ ନିଶା କାରବାର ଅଭିଯୋଗରେ ୬୧ ହଜାରରୁ ଅଧିକ ମାମଲା ରୁଜୁ ହୋଇଥିବାବେଳେ ୪୯ ହଜାରରୁ ଅଧିକ ଲୋକ ଗିରଫ ହୋଇଛନ୍ତି । ମାମଲା ରୁଜୁ ଓ ଗିରଫଦାରୀ ସଂଖ୍ୟା ପୂର୍ବବର୍ଷ ତୁଳନାରେ ପାଖପାଖି…

ଘରୋଇ ବିଦ୍ୟାଳୟରେ ଚାଲିଥିଲା ନକଲି ମଦ କାରଖାନା

ରାଉରକେଲା: ବିଦ୍ୟାଳୟ ଭିତରେ ଚାଲିଥିଲା ନିଶା କାରବାର । ଜହରରେ ହେଉଥିଲା ଅପମିଶ୍ରଣ । ନାମୀଦାମୀ ବ୍ରାଣ୍ଡର ଷ୍ଟିକର ଲଗାଇ ହେଉଥିଲା ବାହାରେ ବିକ୍ରି । ଦୀର୍ଘ ଦିନ ଧରି ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଫୁଲଝର ଅଞ୍ଚଳର ଏକ ଘରୋଇ ସ୍କୁଲରେ ବେଧଡ଼କ ଭାବେ ନକଲି ମଦ କାରଖାନା ଚାଲିଥିଲା ।…

୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଟୋରେ ଚାଲାଣ ବେଳେ ଧରିଲା ଅବକାରୀ ବିଭାଗ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ଗଞ୍ଜେଇ ଚାଲାଣ ମାମଲା ଥମିବାର ନାଁ ନେଉନି । କେତେବେଳେ କାର ତ ଆଉ କେବେ ଟ୍ରକରେ ଗଞ୍ଜେଇ ଚାଲାଣ ହେଉଛି । ଆଜି ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଧରିବାରେ ସକ୍ଷମ ହୋଇଛି ଅବକାରୀ ବିଭାଗ । ପାରଳାଖେମୁଣ୍ଡି ଅବକାରୀ ବିଭାଗର ସ୍କ୍ୱାଡ୍ ପାଟ୍ରୋଲିଂ ବେଳେ…

ପୁରୀରୁ ୧୬୪ ଗ୍ରାମ ବ୍ରାଉନସୁଗାର ଜବତ, ୨ ଯୁବକ ଗିରଫ

ପୁରୀ: ବାଟ ହୁଡ଼ୁଛନ୍ତି ଯୁବପିଢ଼ି । ବାଇୟା କରୁଛି ବ୍ରାଉନସୁଗାର । ପୁରୀରୁ ପୁଣି ଥରେ ଜବତ ହୋଇଛି ଧଳା ଜହର । ଆଜି ଅବକାରୀ ବିଭାଗର ସ୍କ୍ୱାଡ ପୁରୀର ଗଙ୍ଗାରାମ ନୂଆସାହିରୁ ୧୬୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ମାମଲାରେ ନୂଆସାହିର ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ୨…

୨୯୦ କେ.ଜି ଗଞ୍ଜେଇ ଜବତ

କୋରାପୁଟ : କୋରାପୁଟ ଅବକାରୀ ବିଭାଗର ବଡ଼ ସଫଳତା । ନନ୍ଦପୁରର ମାରଡ଼ା କାଜୁ ବଣ ରୁ ୨୯୦ କେ.ଜି ଗଞ୍ଜେଇ ଜବତ ହୋଇଛି  । ଯାହାର ଆନୁମାନିକ ମୂଲ୍ୟ ୨୯ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀ ସୂଚନା ଦେଇଛନ୍ତି  । ନନ୍ଦପୁର ବ୍ଲକ ମାରଡ଼ା ଅଞ୍ଚଳ ରୁ…

ବରଗଡରେ ମାତିଛନ୍ତି କଫ୍ ସିରପ ମାଫିଆ

ବରଗଡ: ବରଗଡରେ ମାତିଛନ୍ତି  କଫ୍ ସିରପ ମାଫିଆ । ସହରରେ ଦିନ କୁ ଦିନ କଫ ସିରପ ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି  । ତେଣୁ ଏମାନଙ୍କୁ କାବୁ କରିବା ପାଇଁ  ଅଣ୍ଟା ଭିଡିଛି ବରଗଡ ଅବକାରୀ ବିଭାଗ  । ତେବେ ଆଜି କୌଣସି ନିର୍ଦ୍ଦିଷ୍ଟ ସୁତ୍ରରୁ ଖବର ପାଇ ବରଗଡ ଅବକାରୀ ଅଧିକ୍ଷକ ସୁବନ…