Latest Odisha News
Browsing Tag

extended till 30th november

ବଢ଼ିଲା ଆୟକର ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ: ପୁଣି ବୃଦ୍ଧି ପାଇଲା ଆୟକର ରିଟର୍ଣ୍ଣ ଅବଧି । ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି ଆୟକର ବିଭାଗ । କରୋନା ମହାମାରୀକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ନଭେମ୍ବର ୩୦ ପର୍ଯ୍ୟନ୍ତ ଆୟକର ରିଟର୍ଣ୍ଣ ସମୟ ବୃଦ୍ଧି ପାଇଛି । ଏଥିସହ ୨୦୧୯-୨୦…