ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କଡା ଜବାବ ଦେଲେ ଜୟଶଙ୍କର
ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଦେଲେ କଡା ଜବାବ । ଇମ୍ରାନ ଖାନ୍ଙ୍କ ଟିପ୍ପଣୀ ଉପରେ ଜୟଶଙ୍କର ତାଙ୍କୁ କଡା ଭାଷାରେ ସମାଲୋଚନା କରିଛନ୍ତି । ସେ କହିଛନ୍ତି, ଭାରତ କାହା ସହିତ ମିଶି କିମ୍ଵା କାହାରି ଇସାରାରେ କାମ କରେ…