ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସାମ୍ୟବାଦ ସଂସ୍କୃତି
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସାମ୍ୟବାଦ ସଂସ୍କୃତିର ପ୍ରଚାର ପ୍ରସାରରେ ଓଡ଼ିଶାର ମହାରାଜା ଓ ଗଜପତିମାନଙ୍କ ଭୂମିକା ଯେତିକି, ତା'ଠାରୁ ଶ୍ରୀଜଗନ୍ନାଥଙ୍କ ଭାବରେ ବନ୍ଧା ଭକ୍ତଙ୍କ ଭୂମିକା ମଧ୍ୟ କୌଣସି…