ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଛପନ ଭୋଗର ତାଲିକା
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଛପନ ଭୋଗ ବିଷୟରେ ଆଲୋଚନା ଜାରି ରହିଛି। ଅନ୍ୟତମ ପ୍ରlବନ୍ଧିକ ଓ ଗବେଷକ ସୂର୍ଯ୍ୟନାରାୟଣ ଦାଶ ତାଙ୍କ ଲିଖିତ ଶ୍ରୀକ୍ଷେତ୍ର ଶ୍ରୀଜଗନ୍ନାଥ (ପ୍ରଥମ ସ୍ତବକ )ରେ…