ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ନିର୍ମାଲ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମହାପ୍ରସାଦ ମହିମା ବର୍ଣ୍ଣନା ଶାସ୍ତ୍ରମାନଙ୍କରେ ଏତେ ହୋଇଛି ଯେ ତାହା ଆଲୋଚନା କଲେ ଅନେକ ଦିନ ଚାଲିଯିବ। ତଥାପି କିଛି ମୂଖ୍ୟ ପୁରାଣ ଶାସ୍ତ୍ରରେ ବର୍ଣ୍ଣିତ…