ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରତିହାରୀ ସେବକଙ୍କ ବିଷୟରେ ଆଲୋଚନା ଜାରି ରହିଛି। ସେହି କ୍ରମରେ ଆଜି ଆଲୋଚନା କରିବା ।
ଦ୍ଵାରୀ ନାୟକ ପ୍ରତିହାରୀ :-ପ୍ରଭୃଙ୍କର ପ୍ରତ୍ୟେକ ଭୋଗ ପରେ ଓ ପୂଜା…