ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା
ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ କାର୍ତ୍ତିକ ମାସ ପବିତ୍ର ପଞ୍ଚକର ଆଜି ତୃତୀୟ ଦିବସ। ଅର୍ଥାତ ଆଜି କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ। କାଲି ଶ୍ରୀଜୀଉମାନଙ୍କର ହୋଇଥିଲା ବାଙ୍କଚୂଡ଼ ବେଶ ବା ବାମନ ବେଶ…