ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଆତ୍ମସତ୍ତାର ମୂଳ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରମାତ୍ମା ଶ୍ରୀଜଗନ୍ନାଥ ସମସ୍ତ ଜଗତର ଆଧାର। ଅର୍ଥାତ ସମସ୍ତ ଜଗତରେ ପୁରି ରହିଥିବା ଆତ୍ମ ସତ୍ତାର ମୂଳ ଉତ୍ସ। ସେଥିପାଇଁ ଆତ୍ମା ନିର୍ଲିପ୍ତ, ନିତ୍ୟ, ସ୍ଥିର, ଅପରିବର୍ତନୀୟ ଓ ଅବିନାଶୀ। ମହର୍ଷି…