ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ, ଚାଚେରୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ । ମହାପ୍ରଭୁଙ୍କ ଚାଚେରୀ ବେଶ ସହ ଚାଚେରୀ ଭୋଗ କରାଯାଉଛି । ଆଜି ଭକ୍ତଙ୍କୁ ଚାଚାରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ…