Latest Odisha News

BREAKING NEWS

Browsing Tag

Fake Certificate

ନକଲି ଯୁକ୍ତ ୨ ସାର୍ଟିଫିକେଟ୍ ମାମଲାରେ ଅଧ୍ୟାପକ ଗିରଫ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ପୋଲିସ ଏକ ନକଲି ସାର୍ଟିଫିକେଟ୍ ରାକେଟର ପର୍ଦ୍ଦାଫାସ୍ କରିଛି । ମାମଲାରେ କାଇପଦର ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ରାଜନୈତିକ ବିଜ୍ଞାନ ଅଧ୍ୟାପକଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଧ୍ୟାପକ ଜଣଙ୍କ ତପନ କୁମାର ପୃଷ୍ଟି, ଘର ଯାଜପୁର ବୋଲି ଜଣା ପଡ଼ିଛି ।…

ବଲାଙ୍ଗିର ଫେକ୍ ସାର୍ଟିଫିକେଟ ପଛରେ ବୋର୍ଡ କର୍ମଚାରୀ !

ବଲାଙ୍ଗିର: ବଲାଙ୍ଗିର ସହ ରାଜ୍ୟର ବିଭିନ୍ନ ଜାଗାରେ ଫେକ୍ ସାର୍ଟିଫିକେଟ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ବେଳେ ସାଂଘାତିକ ତଥ୍ୟ ମିଳିଛି । ଫେକ୍ ସାର୍ଟିଫିକେଟ ରାକେଟରେ ବୋର୍ଡ କର୍ମଚାରୀଙ୍କ ହାତ ଥିଲା ବୋଲି ସୂଚନା ମିଳିଛି । ଫେକ୍ ସାର୍ଟିଫିକେଟର ତଦନ୍ତ ପାଇଁ ଉତ୍ତର ପ୍ରଦେଶ ସହ…

ଅର୍ଚ୍ଚନା, ନବଙ୍କ ପରେ ନକଲି ସାର୍ଟିଫିକେଟ, ବିରୋଧୀ ଗର୍ଜୁଛନ୍ତି ପୁଣି ଭୁଲିଯାଉଛନ୍ତି !

ଭୁବନେଶ୍ୱର: ଶାସକ ଦଳକୁ ବିରୋଧର ଫଳ କଣ ମିଳେ? ଯେଉଁ ପ୍ରସଙ୍ଗକୁ ନେଇ ବିରୋଧ ହୁଏ ତାର ଫଳାଫଳ ଓ ଲାଭ କଣ ମିଳେ? ବିରୋଧୀଙ୍କ ବିରୋଧ ପରେ ଶାସକ ଦଳକୁ କେତେ କ୍ଷତି ପହଞ୍ଚେ? ପ୍ରମୁଖ ସମ୍ବେଦନଶୀଳ ପ୍ରସଙ୍ଗରେ ଏତେ ହୋହାଲ୍ଲା ଓ ବିରୋଧ କରାଯାଉଥିବା ବେଳେ କିଛି ଦିନ ପରେ ସମ୍ପୃକ୍ତ ପ୍ରସଙ୍ଗକୁ…

ଜାଲ୍ ସାର୍ଟିଫିକେଟ୍ ମାମଲା, କୋରାପୁଟରୁ ୪ ଜଣ ଗିରଫ

କୋରାପୁଟ: ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ମାମଲାରେ କୋରାପୁଟରୁ ୪ ଜଣଙ୍କୁ ଗିରଫ କରାଯାଇଛି । ଡାକ ବିଭାଗରେ ଭର୍ତ୍ତି ପାଇଁ ଆବେଦନକାରୀ ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିଲେ । ଡିଜିଲକର ଆପରେ ଯାଞ୍ଚ ବେଳେ ସାର୍ଟିଫିକେଟ୍ ଜାଲ୍ ବୋଲି ଜଣାପଡ଼ିବା ପରେ କୋରାପୁଟ ଡାକ ମଣ୍ଡଳ ପକ୍ଷରୁ ଥାନାରେ…

ନକଲି ସାର୍ଟିଫିକେଟ୍ ମାମଲା, ୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ବଲାଙ୍ଗିର ନକଲି ସାର୍ଟିଫିକେଟ୍ ମାମଲାର ଚେର କେଉଁ ଆଡ଼େ ଲମ୍ବିଛି ? ଫେକ୍ ସାର୍ଟିଫିକେଟର ଖୋଳତାଡ଼ କରୁଥିବା କ୍ରାଇମବ୍ରାଞ୍ଚ ଗିରଫ ୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି । ରାକେଟର ମୁଖ୍ୟ ମନୋଜ ମିଶ୍ରଙ୍କ ସହଯୋଗୀ ଆଲୋକ ରଞ୍ଜନ ଉଦଗାତା ଏବଂ ୨ ଆଶାୟୀଙ୍କୁ ରିମାଣ୍ଡରେ…

ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍‌ ମାମଲା, କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବହୁ ଚର୍ଚ୍ଚିତ ବଲାଙ୍ଗିର ଜାଲ ସାର୍ଟିଫିକେଟ ଘଟଣାର ତଦନ୍ତ ଏବେ କ୍ରାଇମବ୍ରାଞ୍ଚ କରିବ । ରାଜ୍ୟ ସରକାର ଏହି ନିର୍ଦ୍ଦେଶ ଦେଇଥିବା ବେଳେ ଆଜି(ଶନିବାର) କ୍ରାଇମବ୍ରାଞ୍ଚର ଏକ ଟିମ୍ ବଲାଙ୍ଗିର ଗସ୍ତ କରିବ ବୋଲି ଜଣାପଡ଼ିଛି। କ୍ରାଇମବ୍ରାଞ୍ଚର ଏହି ୫ ଜଣିଆ ଦଳର ନେତୃତ୍ବ ଡିଏସପି ଡି.ବି…

ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ଧରିଲା ଡିଜିଲକର୍, କୋରାପୁଟରେ ୨୨ ଜଣଙ୍କ ନାଁରେ ଏତଲା

ଜୟପୁର: ଡାକ ବିଭାଗରେ ଚାକିରି ପାଇଁ ଆବେଦନ କରିଥିବା ୨୨ ଜଣଙ୍କ ନାଁରେ ଏତଲା ଦିଆଯାଇଛି । କୋରାପୁଟ ଡାକ ମଣ୍ଡଳ ପକ୍ଷରୁ ଦିଆଯାଇଥିବା ଏତଲା ଅନୁସାରେ, ଗ୍ରାମୀଣ ଡାକ ସେବକ ନିଯୁକ୍ତି ଲାଗି ୨୨ ଜଣ ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିଲେ । ଆଶାୟୀ ଦେଇଥିବା ଅଧିକାଂଶ ଶିକ୍ଷାଗତ…

ଜାଲ୍ ପ୍ରମାଣପତ୍ର ଦେଇ ପିଇଟି ଚାକିରି, ୧୦ ଶିକ୍ଷକଙ୍କ ନାଁରେ ଏତଲା ଦେଲେ DEO

ଅନୁଗୁଳ: ଜିଲ୍ଲାର ବିଭିନ୍ନ ସ୍କୁଲରେ ଜାଲ ପ୍ରମାଣପତ୍ର ଦେଇ ପିଇଟି ଚାକିରି କରିଥିବା ଘଟଣା ସାମନାକୁ ଆସିଛି । ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ । ଅନୁଗୁଳ ମଡେଲ୍ ପୋଲିସ୍ ଷ୍ଟେସନରେ ହୋଇଥିବା ଅଭିଯୋଗ ଅନୁସାରେ, ପଞ୍ଚାୟତ ହାଇସ୍କୁଲ୍ ବରପଦାରେ କାର୍ଯ୍ୟରତ…