Latest Odisha News

BREAKING NEWS

Browsing Tag

fake news

ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ମିଛ ଖବର ପ୍ରସାର କରି ବିଜେପି ସମର୍ଥକ ଗିରଫ

ଚେନ୍ନାଇ: ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ମିଛ ଖବର ପ୍ରଚାର ପ୍ରସାର କରିବା ମହଙ୍ଗା ପଡ଼ିଛି । ବୃତ୍ତିରେ ଓକିଲ ଥିବା ଜଣେ ବିଜେପି ସମର୍ଥକଙ୍କୁ ଗିରଫ କରିଛି ତାମିଲନାଡ଼ୁ ପୋଲିସ । ତାମିଲନାଡ଼ୁ କନ୍ୟାକୁମାରୀ ଜିଲ୍ଲାର ସେନ୍ଥିଲ୍ କୁମାରଙ୍କୁ ପୋଲିସ ଗିରଫ କରିଛି । ଖବର ଅନୁସାରେ,…

ଭାରତ ବିରୋଧୀ ୭୪୭ଟି ୱେବସାଇଟ ଏବଂ ୯୪ ୟୁଟ୍ୟୁବ ଚ୍ୟାନେଲ ନିଷିଦ୍ଧ

ନୂଆଦିଲ୍ଲୀ: ଭାରତ ବିରୋଧୀ ମିଛ ଖବର ଏବଂ ସୂଚନା ପ୍ରସାରଣ କରୁଥିବା ୭୪୭ଟି ୱେବସାଇଟ ଏବଂ ୯୪ ୟୁଟ୍ୟୁବ ଚ୍ୟାନେଲକୁ ନିଷିଦ୍ଧ ଗତ ୨୦୨୧-୨୨ରେ ନିଷିଦ୍ଧ କରାଯାଇଛି । ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଗୁରୁବାର ସଂସଦରେ ଏହି ସୂଚନା ଦେଇଛନ୍ତି । ପ୍ରଶ୍ନକାଳରେ ଏକ…

ବନ୍ଦ ହେଲା ୨୨ଟି ନକଲି ୟୁଟୁବ ନ୍ୟୁଜ୍ ଚ୍ୟାନେଲ; ପାକିସ୍ତାନରୁ ହେଉଥିଲା ପ୍ରସାରଣ

ଭୁବନେଶ୍ୱର: ଭାରତୀୟ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ସୋମବାର ୨୨ଟି ନକଲି ୟୁଟୁବ ନ୍ୟୁଜ୍ ଚ୍ୟାନେଲକୁ ବନ୍ଦ କରିଛି । ମିଛ ଖବର ଓ ଦେଶ ବିରୋଧ ଖବର ପ୍ରସାରଣ ହେଉଥିବା ଅଭିଯୋଗରେ ଏହି ଚ୍ୟାନେଲ ଗୁଡ଼ିକୁ ବନ୍ଦ କରିଦିଆଯାଇଛି । ଏନେଇ ପିଆଇବି ପକ୍ଷରୁ ସୂଚନା ମିଳିଛି ଓ ଆଞ୍ଚଳିକ କାର୍ଯ୍ୟାଳୟ…

କୋଭିଡ୍ ମହାମାରୀରେ ମିଥ୍ୟା ତଥ୍ୟ ପ୍ରଘଟ, ସାମ୍ବାଦିକ ଗିରଫ

ଅନୁଗୁଳ: ପୂର୍ବରୁ ଠିକାଦାର କିମ୍ବା ବେସରକାରୀ ସଂସ୍ଥାକୁ ବଟି ମାଗି ସାମ୍ବାଦିକ ଗିରଫ ହେବା ଖବର ସାମ୍ନାକୁ ଆସିଥିଲା । କିଛି ହାତଗଣତି ଲୋକଙ୍କ ପାଇଁ ସମ୍ବିଧାନର ଚତୁର୍ଥ ସ୍ତମ୍ଭ ବୋଲାଉଥିବା ଗଣମାଧ୍ୟମ ଅଳ୍ପ ବହୁତ ବଦନାମ ବି ହୋଇଥିଲା । ହେଲେ ଏବେ କୋଭିଡ୍ ମହାମାରୀ ଭଳି ସମ୍ବେଦନଶୀଳ…

ରେଳ ଭଡା ବଢିବାର କିଛି ନିଷ୍ପତ୍ତି ହୋଇନି:କେନ୍ଦ୍ର

ନୂଆଦିଲ୍ଲୀ-ରେଳ ଭଡା ବଢିବା ନେଇ କେତେକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରୁ ଖଣ୍ଡନ କରିଛନ୍ତି କେନ୍ଦ୍ର ସରକାର । ଯାତ୍ରୀ ଭଡା ବୃଦ୍ଧି କରା ଯିବା ନେଇ ଏବେ କୌଣସି ନିଷ୍ପତ୍ତି ହୋଇନଥିଲା କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରା ଯାଇଛି । କେତେକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ଯେ,…

ସରକାର ହେଲିକ୍ୟାପ୍ଟରରୁ ଲୋକଙ୍କ ପାଇଁ ଟଙ୍କା ପକାଇବା ଖବର ଏକ ଗୁଜବ, ସତ୍ୟତା ନାହିଁ

ଭୁବନେଶ୍ୱର: କରୋନା ସଂକ୍ରମଣ ପରୀପ୍ରେକ୍ଷୀରେ ଦେଶବ୍ୟାପୀ ଲକ୍ ଡାଉନ ଜାରି ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ବିବିଧ ପ୍ରକାରର ଗୁଜବ ଓ ମିଥ୍ୟା ଖବର ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଏହିଭଳି ସମୟରେ ସରକାରଙ୍କ ପକ୍ଷରୁ ହେଲିକ୍ୟାପ୍ଟରରୁ ଲୋକଙ୍କ ପାଇଁ ଟଙ୍କା ପକାଇବେ ବୋଲି ଏକ ମିଛ…

ପାକିସ୍ତାନୀ ଟିଭି ଚ୍ୟାନେଲରେ ଇଂଲଣ୍ଡ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର ମିଥ୍ୟା ଖବର !

ଭୁବନେଶ୍ୱର: ହିତାହିତ ଜ୍ଞାନ ହରେଇ ବସିଛି ପାକିସ୍ତାନୀ ମିଡିଆ । ବିନା କୌଣସି ବଳିଷ୍ଠ ପ୍ରମାଣରେ ବଂଚିଥିବା ବ୍ୟକ୍ତିଙ୍କୁ ନିଜ ଅପରିପକ୍ୱ ମାନସିକତାରେ ମୃତ ଘୋଷଣା କରୁଛି । ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍‌ସନ୍ କରୋନାଭାଇରସ୍‌ରେ ସଂକ୍ରମିତ ହୋଇ ଆଇସିୟୁରେ ଆଡମିଟ୍ ହୋଇଛନ୍ତି ।…