Latest Odisha News

BREAKING NEWS

Browsing Tag

fake note

ଜାଲ୍ ନୋଟ୍ କାରବାର : ଯୋଜନାବଦ୍ଧ ଭାବେ ବାନ୍ଧିଲା ଏସଟିଏଫ୍

ଢେଙ୍କାନାଳ : ଜାଲ ନୋଟ୍ କାରବାର କରିବା ଅଭିଯୋଗରେ ଏସଟିଏଫ୍ ଢେଙ୍କାନାଳରୁ ଜଣକୁ ଗିରଫ କରିଛି । ବିଶେଷ ସୂଚନା ପାଇ ଏସଟିଏଫ୍ ଓ ପୋଲିସ ପ୍ରଥମେ ଯୋଜନା କରିଥିଲେ । ଗତକାଲି ସନ୍ଧ୍ୟାରେ ଚଢାଉ କରି ରଥପଡାଠା ଗାଁରୁ ତୁଷାର କୁମାର ବିଶ୍ୱାଳ ନାମକ ଜଣେ ବ୍ୟବସାୟୀକୁ ଗିରଫ କରିଛି । ତାଙ୍କ ଘର…

୧୫ ଲକ୍ଷରୁ ଅଧିକ ଟଙ୍କାର ଜାଲ୍ ନୋଟ୍ ଜବତ, ୨ ଗିରଫ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ଜାଲ୍ ନୋଟ୍ କାରବାର । ପେଣ୍ଠସ୍ଥଳୀ ପାଲଟିଛି ପଶ୍ଚିମ ଓଡ଼ିଶା । ବରଗଡ଼ ପରେ ସମ୍ବଲପୁରରୁ ଜବତ ହୋଇଛି ବିପୁଳ ପରିମାଣର ନକଲି ନୋଟ୍ । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍ ୧୫ ଲକ୍ଷ ୧୨ ହଜାର ୫୦୦ ଟଙ୍କାର ନକଲି ଜାଲ୍ ନୋଟ୍ ଜବତ କରିଛି । ମାମଲାରେ ୨ ଜଣଙ୍କୁ…

ବାରିପଦାରେ ଜାଲ୍ ନୋଟ୍ ରାକେଟ ଠାବ, ୨ ଗିରଫ

ବାରିପଦା: ଟାଉନ ପୋଲିସ ଏକ ଜାଲ୍ ନୋଟ୍ ରାକେଟର ପର୍ଦ୍ଦାଫାଶ କରିଛି । ସେମାନଙ୍କଠାରୁ ପ୍ରାୟ ୮୫ ହଜାର ଟଙ୍କାର ଜାଲ୍ ନୋଟ୍ ଜବତ ହୋଇଛି। ଏଥିରେ ୧୧୦ଟି ୫ ଶହ ଟଙ୍କିଆ, ୩୦୦ଟି ଶହେ ଟଙ୍କିଆ ଜାଲ୍ ନୋଟ୍ ରହିଛି । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରି ପଚରାଉଚରା କରୁଛି ।  ସେମାନଙ୍କଠାରୁ…

ପୂଜା କଲେ ଅହରହ, ଦକ୍ଷିଣା ମିଳିଲା ନକଲି ନୋଟ !

ଉତ୍ତରପ୍ରଦେଶ: ଗୁପ୍ତଧନ ପାଇବା ପାଇଁ ଚାଲିଥିଲା ଗୁପ୍ତପୂଜା । ନିୟୋଜିତ ହୋଇଥିଲେ ୬୦ ପୂଜକ । ଦିନରାତି ଚାଲିଥିଲା ଅଖଣ୍ଡ ପୂଜା । ଗୁପ୍ତଧନ ମିଳିଲେ ପୂଜକ ବି ହେବେ ଅଂଶୀଦାର । ଏହି ଲୋଭରେ ପଡିଥିଲେ ୬୦ ପୂଜକ । ହେଲେ ଗୁପ୍ତଧନ କଥା ଛାଡନ୍ତୁ ଶେଷରେ ଦକ୍ଷିଣାରେ ବି ପୂଜକଙ୍କୁ ମିଳିଥିଲା…