Latest Odisha News

BREAKING NEWS

Browsing Tag

Fake Notes

ରାଉରକେଲାରୁ ୧୬ ଲକ୍ଷରୁ ଅଧିକ ମୂଲ୍ୟର ଜାଲ୍ ନୋଟ ଜବତ, ଜଣେ ଗିରଫ

ଭୁବନେଶ୍ୱର: ରାଉରକେଲାରୁ ଲକ୍ଷାଧିକ ଟଙ୍କାର ନକଲି ନୋଟ୍ ଜବତ ହୋଇଛି । ରାଉରକେଲା ପୋଲିସ ସହାୟତାରେ ଏସଟିଏଫ୍ ସହରର ସେକ୍ଟର-୧୭ ଅଞ୍ଚଳରେ ରେଡ୍ କରିଥିଲା । ରେଡ୍ ବେଳେ ୧୬ ଲକ୍ଷ ୧୧ ହଜାର ଟଙ୍କାର ନକଲି ନୋଟ୍ ଜବତ କରାଯାଇଛି । ମାମଲାରେ STF ଦିଲ୍ଲୀର ଏସକେ ଅହମ୍ମଦଙ୍କୁ ଗିରଫ କରିଛି ।…

[ଦେଖନ୍ତୁ ଭିଡିଓ] ୧୪ ଲକ୍ଷରୁ ଅଧିକ ଟଙ୍କାର ଜାଲ୍ ନୋଟ ଜବତ, ୨ ଜଣଙ୍କୁ ବାନ୍ଧିଲା STF

ଭୁବନେଶ୍ୱର: ବଡ଼ ପରିମାଣର ଜାଲ୍ ନୋଟ୍ ବରଗଡ଼ରୁ ଜବତ ହୋଇଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବିପୁଳ ପରିମାଣର ନକଲି ନୋଟ୍ ଜବତ କରିଛି ଏସଟିଏଫ୍ । ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳରୁ ୧୪ ଲକ୍ଷ ୨୯ ହଜାର ୫୦୦ ଟଙ୍କାର ନକଲି ନୋଟ୍ ଜବତ ହୋଇଥିବା ବେଳେ ମାମଲାରେ ୨ ଜଣ ଗିରଫ ହୋଇଛନ୍ତି । ଗିରଫଙ୍କ…

୭ କୋଟି ୯୦ ଲକ୍ଷର ନକଲି ନୋଟ୍ ଜବତ, ୩ ଅଟକ

କୋରାପୁଟ: ପୋଲିସକୁ ବଡ଼ ସଫଳତା । ପଟାଙ୍ଗୀ ପୋଲିସ ସୁଙ୍କି ଆଉଟପୋଷ୍ଟ ନିକଟରୁ ୭ କୋଟି ୯୦ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ କରିଛି । ବିପୁଳ ପରିମାଣର ଜାଲ୍ ନୋଟ୍ ନେଇ ଏକ କାରରେ ୩ ଜଣ ଯାଉଥିବା ବେଳେ ପୋଲିସ ସେମାନଙ୍କୁ ଧରିଛି । ଏନେଇ ସୁନାବେଡ଼ା ଏସଡିପିଓ ସୂଚନା ଦେଇଛନ୍ତି । ସୂଚନା…