ବେନାମୀ ସିମ୍ କାର୍ଡ ଯୋଗୁ ବଢ଼ୁଛି ସାଇବର ଅପରାଧ, ଆଡଭାଇଜରି ଜାରି କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର: ରାଜ୍ୟରେ ସାଇବର ଠକାମି ବଢ଼ୁଥିବା ବେଳେ ଏହାର ମୂଳ କାରଣ ହେଉଛି ବେନାମୀ ବା ଫ୍ରି-ଆକ୍ଟିଭେଟେଡ୍ ସିମ୍ । ଯାହାକୁ ନେଇ ବିଭିନ୍ନ ଟେଲିକମ୍ ସେବା ପ୍ରଦାନକାରୀ ସଂସ୍ଥାଙ୍କ ସହ କ୍ରାଇବ୍ରାଞ୍ଚ ଓ ସାଇବର କ୍ରାଇମ୍ ୟୁନିଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ।
ତଥ୍ୟ ଅନୁସାରେ…