ଗବ ଗରଗଡ଼ ତେଟେଙ୍ଗେ, ମନ ପଡ଼ିଗଲେ ଉଠେଙ୍ଗେ
(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’)
ସେତେବେଳେ ଅଷ୍ଟମ ଶ୍ରେଣୀରେ ପଢୁଥାଏ ମୁଁ । ବୋଧହୁଏ ଆଦ୍ୟ କୈଶୋରରେ ପାଦ ଦେଉ ଦେଉ ଯେଉଁ ସବୁ ଶାରୀରିକ ଓ ମାନସିକ ପରିବର୍ତ୍ତନ ଘଟେ, ସେ ସବୁ ମୋ କ୍ଷେତ୍ରରେ ଟିକିଏ ବେଶୀ ଅନୁଭବ ହେଉଥିଲା । ହୁଏତ ଏହା ସମସ୍ତଙ୍କ କ୍ଷେତ୍ରରେ ହେଉଥିବ,…