ଅପରାଜିତା ଷଡ଼ଙ୍ଗୀ ଶ୍ରେଷ୍ଠ ସାଂସଦ ମନୋନୀତ
ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି । ଏସିଆ ପୋଷ୍ଟ ଓ ଫେମ୍ ଇଣ୍ଡିଆ ପକ୍ଷରୁ ତାଙ୍କୁ ମନୋନୀତ କରାଯାଇଛି । ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହେବା ପରେ ଟ୍ୱିଟ୍ କରି ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି ସାଂସଦ ଅପରାଜିତା ।…