Latest Odisha News

BREAKING NEWS

Browsing Tag

Farewell

ଇତିହାସ ପାଲଟିବ ଭିସ୍ତାରା, ଆଜି ଶେଷ ଉଡାଣ

ନୂଆଦିଲ୍ଲୀ: ଭିସ୍ତାରା ଏୟାରଲାଇନ୍ସ ସୋମବାର ଦିନ ଏହାର ଶେଷ ଉଡ଼ାଣ ଭରିବ। ମଙ୍ଗଳବାର ଠାରୁ ଏହାର ମିଶ୍ରଣ ଏୟାର ଇଣ୍ଡିଆ ଗ୍ରୁପ ସହ ହୋଇଯିବ। ଟାଟା ଗ୍ରୁପ୍ ଏବଂ ସିଙ୍ଗାପୁର ଏୟାରଲାଇନ୍ସର ମିଳିତ ଉଦ୍ୟମରେ ଭିସ୍ତାରା ପରିଚାଳିତ ହେଉଥିଲା। ବର୍ତ୍ତମାନ ଏୟାର ଇଣ୍ଡିଆ ସହିତ ମିଶ୍ରଣ ପରେ…

ଶିକ୍ଷୟିତ୍ରୀଙ୍କୁ କାନ୍ଦି କାନ୍ଦି ବିଦାୟ ଦେଲେ ଛାତ୍ରଛାତ୍ରୀ

ନବରଙ୍ଗପୁର :  ଶିକ୍ଷୟତ୍ରୀଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା  । କାନ୍ଦି କାନ୍ଦି ଶିକ୍ଷୟିତ୍ରୀଙ୍କୁ ବିଦାୟ ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ  । ଦୀର୍ଘ 9 ବର୍ଷ ଧରି ଶିକ୍ଷୟତ୍ରୀଙ୍କ ଠାରୁ ସ୍ନେହ ମମତା ପାଇଥିବା ଗ୍ରାମବାସୀ ତାଙ୍କୁ ଛାଡିବାକୁ ଥିଲେ ନାରାଜ୍  । ଜଣେ କର୍ମଚାରୀ ନିଜର…

କଟକଣା ଭିତରେ କଟକରେ ୪ଟି ପର୍ଯ୍ୟାୟରେ ହେବ ଭସାଣ

କଟକ: କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହେଉଛି ଦଶହରା । ଆଜି ଦଶମୀ ଆସନ୍ତାକାଲି ଭସାଣ ଉତ୍ସବ । ଏଥିପାଇଁ କଟକରେ ଲାଗୁ ହୋଇଛି କଟକଣା । ଭସାଣ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି ହୋଇଛି । ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି…