Latest Odisha News
Browsing Tag

farm laws

‘ରଦ୍ଦ ହୋଇଥିବା ତିନି କୃଷି ଆଇନକୁ ସମର୍ଥନ କରୁଥିଲେ ୮୫ ପ୍ରତିଶତ’

ନୂଆଦିଲ୍ଲୀ: ରଦ୍ଦ ହୋଇଥିବା ତିନି କୃଷି ଆଇନ ପୁଣି ଥରେ ଚର୍ଚ୍ଚାରେ। ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ତିନି କୃଷି ଆଇନକୁ ସମ୍ପୂର୍ଣ୍ଣ ରୂପେ ରଦ୍ଦ ନକରିବା ସପକ୍ଷରେ ଥିଲା। ସରକାର ରଦ୍ଦ କରିବା ପରିବର୍ତ୍ତେ ଫିକ୍ସ ପ୍ରାଇସ ବା ଦାମରେ ଫସଲ କିଣିବାର ଅଧିକାର ପ୍ରଦାନ କରିବା ଏବଂ…

ପ୍ରଧାନମନ୍ତ୍ରୀଙ୍କ କୃଷି ବିଲ୍‌ ପ୍ରତ୍ୟାହାର ନିଷ୍ପତ୍ତିକୁ କଡା ନିନ୍ଦା କଲେ କଙ୍ଗନା; କହିଲେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନୋଟି କୃଷି ଆଇନ ପ୍ରତ୍ୟାହାର କରିବାକୁ ଘୋଷଣା କରିଛନ୍ତି। ମୋଦୀ ସରକାରଙ୍କ ଏହି ନିଷ୍ପତ୍ତିରେ ଅଭିନେତ୍ରୀ କଙ୍ଗନା ଅସନ୍ତୋଷ ବ୍ୟକ୍ତ କରିଥିବା ଦେଖିବାକୁ ମିଳିଛି। କୃଷି ଆଇନର ପ୍ରତ୍ୟାବର୍ତ୍ତନକୁ ଦୁଃଖଦାୟକ ଏବଂ ଲଜ୍ଜାଜନକ ବୋଲି କହିଛନ୍ତି…

କୃଷକ ମୋର୍ଚ୍ଚାର ଭାରତ ବନ୍ଦ ପାଳନ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ୩ଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦ ପାଳନ କରୁଛି କୃଷକ ସଂଗଠନ । ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି ଭାରତୀୟ କୃଷକ ମୋର୍ଚ୍ଚା । ସକାଳ ୬ଟାରୁ ଅପରାହ୍ଣ ୪ଟା ଯାଏ ବନ୍ଦ ପାଳନ କରାଯାଉଛି । ସକାଳୁ ସକାଳୁ ଦେଖିବାକୁ ମିଳିଛି ବନ୍ଦ…

କଣ୍ଟ୍ରାକ୍ଟ ଫାର୍ମିଂ ନାଁରେ ଠକେଇ; ଟଙ୍କା ନେଇ କମ୍ପାନୀ ଫେରାର୍, ଏଫଆଇଆର୍ ରୁଜୁ ପାଇଁ ଚାଷୀ ନାକେଦମ୍

ଭୋପାଳ: କେନ୍ଦ୍ରର କୃଷି ଆଇନକୁ ନେଇ ୮୦ ଦିନରୁ ଊର୍ଦ୍ଧ୍ୱ ଦିନ ହେଲା କୃଷକ ଆନ୍ଦୋଳନ କରୁଛନ୍ତି । ଆଇନରେ ଯେଉଁ କଥାକୁ ନେଇ ଚାଷୀ ଡରୁଛନ୍ତି ତା’ର ବାସ୍ତବ ଚିତ୍ର ଦେଖିବାକୁ ମିଳିଛି ବିଜେପି ଶାସିତ ମଧ୍ୟପ୍ରଦେଶରେ । ଯାହା କଣ୍ଟ୍ରାକ୍ଚ ଫାର୍ମିଂ ଲାଗୁ ହେଲେ କୃଷକଙ୍କ ଆୟ ବଢ଼ିବା ସହ…

ନୂଆ କୃଷି ଆଇନକୁ ବିରୋଧ, ଜାନୁଆରୀ ୩୦ରେ ଆରଜେଡି ମହାମେଣ୍ଟର ମାନବଶୃଙ୍ଖଳ

ପାଟଣା: କେନ୍ଦ୍ରର ତିନୋଟି କୃଷି ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ କରୁଛନ୍ତି । ଏହି ଆନ୍ଦୋଳନକୁ ଆଉ ଟିକିଏ ବଳ ଦେବ ଆରଜେଡି ମହାମେଣ୍ଟ । ଚାଷୀଙ୍କ ଦାବିକୁ ସମର୍ଥନ କରି ଆସନ୍ତା ୩୦ ତାରିଖରେ ବିହାରରେ ମାନବଶୃଙ୍ଖଳ କରିବା ଆରଜେଡି ମହାମେଣ୍ଟ । ଏନେଇ ଆରଜେଡିର ରାଜ୍ୟ ସଭାପତି ଦଳର ଜିଲ୍ଲା…

ଆଜି କେନ୍ଦ୍ର ସରକାର ଏବଂ କୃଷକଙ୍କ ମଧ୍ୟରେ ଏକାଦଶ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ: ବିଗତ ୫୮ ଦିନ ଧରି କେନ୍ଦ୍ର ସରକାରଙ୍କ ତିନୋଟି ନୂତନ କୃଷି ନିୟମକୁ ବିରୋଧ କରିଆସୁଥିବା କୃଷକ ସଂଗଠନର ପ୍ରତିନିଧୀଙ୍କ ସହ ଶୁକ୍ରବାର ଦିନ କେନ୍ଦ୍ର ସରକାରଙ୍କ ସହ ଏକାଦଶ ପର୍ଯ୍ୟାୟ ଆଲୋଚନା ଅନୁଷ୍ଠିତ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ, ୧୦ ପର୍ଯ୍ୟାୟ ଆଲୋଚନାର କୌଣସି ଫଳାଫଳ…

ନଇଁଲେ ସରକାର: ଦେଢ଼ ବର୍ଷ ପାଇଁ ନୂଆ କୃଷି ଆଇନକୁ ସ୍ଥଗିତ ରଖିବା ପାଇଁ ରାଜି

ନୂଆଦିଲ୍ଲୀ: ଶେଷରେ ନଇଁଲେ କେନ୍ଦ୍ର ସରକାର। କୃଷକ ଆନ୍ଦୋଳନରୁ ବାହାରିପାରେ ସମାଧାନର ବାଟ। ଆଜି କୃଷକ ସଂଗଠନ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଦଶମ ପର୍ଯ୍ୟାୟ ଆଲୋଚନା। ଏହାପରେ ଦେଢ଼ ବର୍ଷ ଯାଏଁ ନୂଆ କୃଷି ଆଇନକୁ ସ୍ଥଗିତ ରଖିବାକୁ ସରକାର ପ୍ରସ୍ତୁତ ଅଛନ୍ତି। ଆଜିର ବୈଠକରେ କୃଷକ ସଂଗଠନକୁ…

ରାଜ୍ୟର ବିଭିନ୍ନ ଟୋଲ୍ ଗେଟରେ କୃଷକ ସଂଗଠନର ବିକ୍ଷୋଭ

ଭୁବନେଶ୍ୱର: ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନର ଆନ୍ଦୋଳନକୁ ସମର୍ଥନ ଦେଇ ଓଡ଼ିଶାରେ ବିକ୍ଷୋଭ ପ୍ରଦର୍ଶନ । ଆଜି ବିଭିନ୍ନ ଟୋଲ୍ ଗେଟ ଆଗରେ କୃଷକ ସଂଗଠନ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି । ପିପିଲି ଟୋଲ୍ ଗେଟ୍‌ରେ ସଂଯୁକ୍ତ କୃଷକ ମୋର୍ଚ୍ଚା ବିକ୍ଷୋଭ କରିଛି । ସମସ୍ତ…

କୃଷି ବିଲ୍‌କୁ ନେଇ ବିଜେପିର ନୂଆ ଯୋଜନା; ଚାଷୀଙ୍କୁ ବୁଝାଇବ କୃଷି ନିୟମ; ଆଗାମୀ ଦିନରେ ହେବ ୭୦୦ ସାମ୍ବାଦିକ…

ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ ହଜାର ହଜାର ଚାଷୀ କୃଷି ନିୟମକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଥିବା ବେଳେ ଶୁକ୍ରବାର ଯାତ୍ରୀଙ୍କ ଯାତାୟାତ ନିମନ୍ତେ ମାର୍ଗଗୁଡିକୁ ସୀମିତ ରଖାଯାଇଥିଲା। ତେବେ ଏହି ପ୍ରଦର୍ଶନ ଦୁଇ ସପ୍ତାହରୁ ଅଧିକ ଦିନ ଧରି ଲାଗି ରହିଛି। ଆଜି କୃଷକଙ୍କ ଆନ୍ଦୋଳନର…