Latest Odisha News

BREAKING NEWS

Browsing Tag

Farmer Protest

ବିଭିନ୍ନ ଦାବି ନେଇ ନବ ନିର୍ମାଣ କୃଷକ ସଂଗଠନର ଆନ୍ଦୋଳନ

ଭୁବନେଶ୍ୱର: ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜଧାନୀରେ ଆନ୍ଦୋଳନ । ପୁଲିସ ଓ କୃଷକଙ୍କ ମଧ୍ୟରେ ଧସ୍ତାଧସ୍ତି ।ନବ ନିର୍ମାଣ କୃଷକ ସଂଗଠନର ଶତାଧିକ କୃଷକ ଏକତ୍ରିତ ହୋଇ ନବୀନ ନିବାସ ଘେରାଉ କରିବା ପାଇଁ ଉଦ୍ୟମ କରିଛନ୍ତି । ଫଳରେ ପୁଲିସ ଓ କୃଷକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି ।…

ରାଜଧାନୀ ଉପକଣ୍ଠରେ କୃଷକ ମେଳି

ଭୁବନେଶ୍ୱର: ପୁଣି ମେଳି ବାନ୍ଧିଲେ ଚାଷୀ । ଦାନା ବାନ୍ଧିଲା ଆନ୍ଦୋଳନ । ଆଜି ହଜାର ହଜାର କୃଷକ ରାଜଧାନୀ ଆଡ଼କୁ ଆନ୍ଦୋଳନ ପାଇଁ ଅଗ୍ରସର ହେଉଥିବା ବେଳେ ରାଜଧାନୀ ଉପକଣ୍ଠରେ ଅଟକାଇଛି ପୋଲିସ । ବାଲିଅନ୍ତା ସାପ୍ତାହିକ ହାଟରେ ନବନିର୍ମାଣ କୃଷକ ସଂଗଠନର ରାଲିକୁ ପୋଲିସ ଅଟକାଇଥିଲା ।…

କୃଷକମାନଙ୍କୁ ରାଜନୀତିକୁ ଆସିବାକୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ସି ଆରଙ୍କ ଆହ୍ୱାନ

ଭୁବନେଶ୍ୱର : ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କୁ ଭେଟିଛନ୍ତି ୨୬ଟି ରାଜ୍ୟରୁ ଆସିଥିବା କୃଷକ ସଂଗଠନର ପ୍ରତିନିଧି  । ଗାଁ ରୁ ରାଷ୍ଟ୍ରୀୟସ୍ତର ପର୍ଯ୍ୟନ୍ତ କୃଷକ ମାନଙ୍କୁ ଏକଜୁଟ କରି ଭାରତୀୟ କୃଷକ ବଞ୍ଚାଅ ଆନ୍ଦୋଳନର ନେତୃତ୍ୱ ନେବାକୁ ଅନୁରୋଧ କରିଥିଲେ । ରବିବାର ଦିନ…

[ଭିଡ଼ିଓ] ଚାଷୀଙ୍କ ପାଇଁ ବାଧକ ସାଜିଛି ରେଳ ଧାରଣା

କାମାକ୍ଷାନଗର: ଚାଷୀଙ୍କ ପାଇଁ କାଳ ସାଜିଛି ରେଳ ଧାରଣା । ତାଳଚେର ଓ ଡ଼ୁବୁରୀ ମଧ୍ୟରେ ଚାଲିଥିବ। ରେଳପ୍ରକଳ୍ପ ଏବେ ଚାଷୀଙ୍କ ପାଇଁ କାଳ ସାଜିଛି ।  କାମାକ୍ଷାନଗର ବ୍ଲକ ବଡସୁଆଁଳ ହାଟୁଆରି ଗ୍ରାମର ପ୍ରାୟ ଶହଶହ ଏକର ଜମି ରେଳଧାରଣା ଅପରପାର୍ଶ୍ୱରେ ରହିଅଛି । କିନ୍ତୁ ଜମିକୁ ଯିବା ପାଇଁ…

ବିଭିନ୍ନ ସମସ୍ୟା ନେଇ କୃଷକଙ୍କ ରାଲି

ପୁରୀ : ଧାନର ଅଭାବୀ ବିକ୍ରି, ଚାଷୀମାନଙ୍କୁ ଉଚିତ୍ ପ୍ରାପ୍ୟ ନ ମିଳିବା , ସହାୟତାରୁ ଲକ୍ଷାଧିକ ଚାଷୀ ବଞ୍ଚିତ ହେବା , ବର୍ଷା ଜଳ ନିଷ୍କାସନରେ ସମସ୍ୟା ନେଇ ରାଲି ।  ନୀଳାଚଳ କୃଷକ ସଂଘ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ…

ଧାନ ବିକ୍ରି ଓ ଟୋକନ ଅବଧି ବୃଦ୍ଧି ଦାବି

ବରଗଡ଼ : ଟୋକନ ଅବଧି ସାରିଯାଇଥିବା ବେଳେ ବରଗଡ଼ ଜିଲ୍ଲାର ଚାଷୀ ମାନେ ଧାନ ବିକ୍ରି କରି ପାରି ନଥିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଧାନ ବିକ୍ରି ଓ ଟୋକାନ ଅବଧି ବୃଦ୍ଧି ଦାବିକରି ଆଜି ଜିଲ୍ଲାର ଚାଷୀ ମାନେ ବରଗଡ଼ ଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟlଳୟ…

ଜୁନ୍ ୨୬ରେ‌ ସବୁ ରାଜଭବନ ଘେରାଉ କରିବ କୃଷକ ମୋର୍ଚ୍ଚା

ନୂଆଦିଲ୍ଲୀ: ଜୁନ୍ ୨୬ରେ‌ ଦେଶର ସବୁ ରାଜଭବନ ଘେରାଉ କରିବ ବୋଲି ଡାକରା ଦେଇଛି ସଂଯୁକ୍ତ କୃଷକ ମୋର୍ଚ୍ଚା। ଦେଶର ୪୦ରୁ ଅଧିକ କୃଷକ ସଙ୍ଗଠନର ନେତୃତ୍ବ ନେଇଥାଏ ସଂଯୁକ୍ତ କିସାନ ମୋର୍ଚ୍ଚା। ୩ ନୂଆ କେନ୍ଦ୍ରୀୟ କୃଷି ଆଇନ ବିରୁଦ୍ଧରେ ସାତ ମାସର ବିରୋଧର ଏକ ପ୍ରତୀକ ଭାବେ ଜୁନ୍ ୨୬ ରେ…

ଚାଷୀ ସଙ୍ଗଠନର ୧୨ ଘଣ୍ଟିଆ ରାସ୍ତାରୋକ

ସୁବର୍ଣ୍ଣପୁର:ଚାଷୀ ସଙ୍ଗଠନର ୧୨ ଘଣ୍ଟିଆ ରାସ୍ତାରୋକ l ସୁବର୍ଣ୍ଣପୁର ଜିଲ୍ଲାରେ ରବି ଧାନ ବିକ୍ରି ନେଇ ଚାଲିଛି ଅଚଳାବସ୍ଥା l ଏହାର ସମାଧାନ ଦାବିରେ ଶେଷରେ ଚାଷୀ ଓହ୍ଲାଇଛନ୍ତି ରାଜ ରାସ୍ତାରେ । ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଙ୍ଗଠନ ପକ୍ଷରୁ ଉଲୁଣ୍ଡା ବ୍ଲକ ହିକୁଡି ଛକରେ ୧୨ ଘଣ୍ଟିଆ…

ରାକେଶ ଟିକାୟତଙ୍କ ଗାଡ଼ି ଉପରେ ଆକ୍ରମଣ ଅଭିଯୋଗରେ ୧୪ ଜଣ ଗିରଫ

ଚଣ୍ଡିଗଡ଼: ରାଜସ୍ଥାନର ଅଲୱର ଜିଲ୍ଲାରେ ରାକେଶ ଟିକାୟତଙ୍କ ଉପରେ ଆକ୍ରମଣ ଅଭିଯୋଗରେ ୧୪ ଜଣଙ୍କୁ ଗିରଫ କରିଛି ପୋଲିସ । କଳା ପତାକା ଦେଖାଇବା ଓ ଗାଡ଼ି ଉପରକୁ ଆକ୍ରମଣ ଅଭିଯୋଗରେ ପୋଲିସ ଏହି କାର୍ଯ୍ୟାନୁଷ୍ଠନ ନେଇଛି । କୃଷକ ଆନ୍ଦୋଳନର ନେତୃତ୍ୱ ନେଉଥିବା ରାକେଶ ଟିକାୟତଙ୍କ ଗାଡ଼ି ଉପରେ…

ମଣ୍ଡିରୁ ଉଠୁନି ଧାନ, ଧାରଣାରତ ଚାଷୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭଦ୍ରକ: ଧାନ ମଣ୍ଡି ସମସ୍ୟାକୁ ନେଇ ବିଧାନସଭା ହୁଲସ୍ତୁଲ୍ ହେଉଛି । ବିରୋଧୀ ସରକାରଙ୍କ ଧାନ କିଣା ନୀତିକୁ ନେଇ ପ୍ରଶ୍ନ ଉଠାଇ ଗୃହରେ ହୋହଲ୍ଲା କରୁଛନ୍ତି । ଅନ୍ୟପଟେ ବିରୋଧୀ ବିଜେପି ବିଧାୟକଙ୍କ କ୍ଷମା ପ୍ରାର୍ଥନା ଦାବିରେ ଅଡ଼ି ବସିଛି ଶାସକ ବିଜେଡି । ହେଲେ, ଚାଷୀଙ୍କ ଦୁଃଖ କେହି…