ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ଚାଷୀଙ୍କ ୩ ଲକ୍ଷ ଋଣ ଉପରେ ୨% ସୁଧ ଛାଡ
ନୂଆଦିଲ୍ଲୀ: କୃଷକଙ୍କ ପାଇଁ ଖୁସି ଖବର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୮୬୮ ଟଙ୍କାକୁ ବୃଦ୍ଧି ହୋଇଛି । ଏନେଇ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ।
କେନ୍ଦ୍ର କ୍ୟାବିନେଟର ଆଜି ଏକ…