କୃଷକମାନେ ଜନ-ସମାଜର ଜାଗ୍ରତ ପ୍ରହରୀ
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ “ଶବ୍ଦ ତୂଣୀର”
କୃଷି ହିଁ କୃଷ୍ଟି । ଇତିହାସ ଇସାରା କରିଥାଏ ଯେ କାସ୍ପିୟାନ ହ୍ରଦକୂଳରୁ ହିମାଦ୍ରି-ବିନ୍ଧ୍ୟାଦ୍ରି-ସହ୍ୟାଦ୍ରି-ଶେଷାଦ୍ରିର ପୁଣ୍ୟଭୂମି ଭାରତକୁ ଆସିଥିଲେ ଆର୍ଯ୍ୟମାନେ । ଏଇଠି ହିଁ ସେମାନେ ଆଦିମ ଅଧିବାସୀ, ବନବାସୀ ଓ…