ରାଜଧାନୀ ଉପକଣ୍ଠରେ କୃଷକ ମେଳି
ଭୁବନେଶ୍ୱର: ପୁଣି ମେଳି ବାନ୍ଧିଲେ ଚାଷୀ । ଦାନା ବାନ୍ଧିଲା ଆନ୍ଦୋଳନ । ଆଜି ହଜାର ହଜାର କୃଷକ ରାଜଧାନୀ ଆଡ଼କୁ ଆନ୍ଦୋଳନ ପାଇଁ ଅଗ୍ରସର ହେଉଥିବା ବେଳେ ରାଜଧାନୀ ଉପକଣ୍ଠରେ ଅଟକାଇଛି ପୋଲିସ । ବାଲିଅନ୍ତା ସାପ୍ତାହିକ ହାଟରେ ନବନିର୍ମାଣ କୃଷକ ସଂଗଠନର ରାଲିକୁ ପୋଲିସ ଅଟକାଇଥିଲା ।…