ଚାକିରି ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପା-ପୁଅ ଗିରଫ
ଅନୁଗୋଳ: ଚାକିରି ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଅନୁଗୋଳ ଜିଲ୍ଲା ତାଳଚେର ଅଞ୍ଚଳରୁ ଠକ ବାପା-ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସେମାନେ ହେଲେ ଚାଇଁପାଳ ଗାଁର ପରମାନନ୍ଦ ବେହେରା ଓ ତାଙ୍କ ବାପା ପ୍ରୀତମ ବେହେରା । ଏନେଇ ତାଳଟେର କୋଲିୟରି ଥାନାରେ ଗତ ୭…