Latest Odisha News

BREAKING NEWS

Browsing Tag

fight

ନିଜ ଦେହରେ ନିଆଁ ଲଗାଇଲେ ମହିଳା, ବଞ୍ଚାଇବାକୁ ଯାଇ ସ୍ବାମୀ ଆହତ

ବାଲେଶ୍ୱର: ବାଲେଶ୍ୱରର ସୋରୋ ବ୍ଲକ ଅନ୍ତର୍ଗତ ଆଡିଆ ଗ୍ରାମରେ ପାରିବାରିକ କଳହକୁ ନେଇ ଜଣେ ମହିଳା ନିଜ ଦେହରେ ନିଆଁ ଲଗାଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଭାନୁମତି ମହାରାଣା ବୋଲି ଜଣାପଡିଛି। ତାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ସ୍ୱାମୀ ଶଶିକାନ୍ତ ମହାରାଣା ମଧ୍ୟ ଗୁରୁତର ଆହତ…

ବିଧାନସଭାରେ ହାତୀଙ୍କ ହିସାବ ନିକାଶ ! ୧୦ ବର୍ଷ ଭିତରେ ମରିଛନ୍ତି ୭୮୪ ଓ ମାରିଛନ୍ତି ୯୨୫ ମଣିଷ

ଭୁବନେଶ୍ବର : ଗତ ୧୦ ବର୍ଷ ଭିତରେ, ଅର୍ଥାତ ୨୦୧୨-୨୦୨୨ ମଧ୍ୟରେ ରାଜ୍ୟରେ ୭୮୪ ହାତୀ ପ୍ରାଣ ହରାଇଛନ୍ତି ଓ ହାତୀଙ୍କ ଆକ୍ରମଣରେ ୯୨୫ ଜଣ ଲୋକଙ୍କର ଜୀବନ ହରାଇଛନ୍ତି । ହାତୀ ଓ ମଣିଷ ଲଢେଇରେ କାହାର କେତେ ଜୀବନ ଯାଇଛି, ଏନେଇ ଆଜି ବିଧାନସଭାରେ ବିସ୍ତୃତ ସୂଚନା ଦେଇଛନ୍ତି ଜଙ୍ଗଲ, ପରିବେଶ ଓ…

[ଭିଡିଓ] ବିଳମ୍ବିତ ରାତିରେ କିନ୍ନର ଓ ପୋଲିସ ମୁହାଁମୁହିଁ

ପୁରୀ: ଦିନକୁ ଦିନ କିନ୍ନରମାନଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ଗତକାଲି ରାତିରେ ପୁରୀରେ ସାମ୍ନାକୁ ଆସିଥିଲା ଅପ୍ରିତୀକର ଘଟଣା । କର୍ତ୍ତବ୍ୟରତ ପୋଲିସ ସହ ମାରପିଟ୍ କରିବା ଅଭିଯୋଗରେ ଏକାଧିକ କିନ୍ନର ଥାନାରେ ଅଟକ ରହିଥିବା ସୂଚନା ରହିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଗତକାଲି…