FIH ପ୍ରୋ ଲିଗ୍: ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ସ୍ପେନର ଉଭୟ ପୁରୁଷ ଓ ମହିଳା ଦଳ
ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଅତିଥି ଦଳମାନେ ଭୁବନେଶ୍ବର ପହଞ୍ଚୁଛନ୍ତି । ଆଜି (ସୋମବାର) ସ୍ପେନର ଉଭୟ ପୁରୁଷ ଏବଂ ମହିଳା ଦଳ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍…