Latest Odisha News

BREAKING NEWS

Browsing Tag

FIH Pro League

ଭାରତୀୟ ଫ୍ୟାନ୍ସଙ୍କ ସମ୍ମୁଖରେ ଭାରତ ସହ ମୁକାବିଲା କରିବା ଆମ ପାଇଁ କଠିନ: ଜର୍ମାନୀ ମହିଳା ଦଳର କୋ-କ୍ୟାପଟେନ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଆଜି (ସୋମବାର) ଜର୍ମାନୀ ମହିଳା ହକି ଦଳ  ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । କୋ-କ୍ୟାପଟେନ୍ ଲିନିୟା ୱିଡେମାନ୍ ଏବଂ ସାରା ଷ୍ଟ୍ରସ୍ ଙ୍କ ନେତୃତ୍ୱରେ ଜର୍ମାନୀ ମହିଳା ଦଳ ୨୧ ଏବଂ ୨୨ ଫେବୃଆରୀରେ…

FIH ପ୍ରୋ ଲିଗ୍: ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ସ୍ପେନର ଉଭୟ ପୁରୁଷ ଓ ମହିଳା ଦଳ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଅତିଥି ଦଳମାନେ ଭୁବନେଶ୍ବର ପହଞ୍ଚୁଛନ୍ତି । ଆଜି (ସୋମବାର)  ସ୍ପେନର ଉଭୟ ପୁରୁଷ ଏବଂ ମହିଳା ଦଳ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍…

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ…

କମ୍ପିଲା କଳିଙ୍ଗ : ଏଫଆଇଏଚ୍ ପ୍ରୋ-ଲିଗ୍‌ ହକି ଆରମ୍ଭ

ଭୁବନେଶ୍ୱର: କମ୍ପିଲା କଳିଙ୍ଗ ଷ୍ଟାଡିୟମ । ଆରମ୍ଭ ହେଲା FIH ପ୍ରୋ-ଲିଗ୍‌ ହକି । କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ପୁରୁଷ ଓ ମହିଳା ଟିମ୍ ସ୍ପେନକୁ ଭେଟିଛି । ପ୍ରଥମ ମ୍ୟାଚରୁ ବିଜୟ ଅଭିଯାନ ଆରମ୍ଭ ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ । ମହିଳା ମ୍ୟାଚ୍‌ ସଂଧ୍ୟାରୁ ଆରମ୍ଭ ହୋଇଥିବାବେଳେ ପୁରୁଷ ମ୍ୟାଚ୍‌…