Latest Odisha News

BREAKING NEWS

Browsing Tag

files nomination

ଧାମନଗରରେ କଂଗ୍ରେସର ଶକ୍ତି ପ୍ରଦର୍ଶନ, ନାମାଙ୍କନ ଭରିଲେ ବାବା ହରେକୃଷ୍ଣ ସେଠୀ

ଭଦ୍ରକ: ଏକଜୁଟ୍ ନେତା, କଂଗ୍ରେସ ଦେବ ନୂଆ ବାର୍ତ୍ତା । ଧାମନଗର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ନାମାଙ୍କନ କରିଛନ୍ତି । ଆଉ ଏହି ଅବସରରେ କଂଗ୍ରେସର ବରିଷ୍ଠ ନେତାଙ୍କୁ ଏକାଠି ଦେଖିବାକୁ ମିଳିଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ପୂର୍ବତନ…

ସୂର୍ଯ୍ୟବଂଶୀଙ୍କ ପାଇଁ ପ୍ରଚାର କରିବେ ୩ କେନ୍ଦ୍ରମନ୍ତ୍ରୀ, ଅବନ୍ତୀଙ୍କ ପାଇଁ ମୈଦାନକୁ ଓହ୍ଲାଇବେ କି ନବୀନ ?

ଭୁବନେଶ୍ୱର: ଧାମନଗର ପାଇଁ ବିଜେପି, ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଛନ୍ତି । ବିଜେପି ଓ କଂଗ୍ରେସ କେନ୍ଦ୍ରୀୟ ନେତାଙ୍କୁ ଆଣି ପ୍ରଚାର ପାଇଁ ଅଣ୍ଟା ଭିଡ଼ିଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ଧାମନଗରରେ ୩ ଜଣ କେନ୍ଦ୍ରମନ୍ତ୍ରୀ ପ୍ରଚାର କରିବେ । ଏନେଇ…

ହକି ଇଣ୍ଡିଆର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ଦିଲୀପ ତିର୍କୀ

ଭୁବନେଶ୍ୱର: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲମ୍ପିଆନ୍ ଦିଲୀପ ତିର୍କୀ ହକି ଇଣ୍ଡିଆର ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ପରେ ପ୍ରତିକ୍ରିୟାରେ ଦିଲୀପ ତିର୍କୀ କହିଛନ୍ତି, ଭାରତୀୟ ହକିକୁ ଉଚ୍ଚକୁ ନେବାକୁ ମୁଁ ବଦ୍ଧ ପରିକର । ସମସ୍ତଙ୍କ…