କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅସୁସ୍ଥ ହୋଇ ପଡ଼ିଛନ୍ତି । ସୋମବାର ସକାଳେ ନିର୍ମଳା ସୀତାରମଣଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିବା ଜଣା ପଡ଼ିଛି ।
ଖବର ଅନୁସାରେ, ନିର୍ମଳାଙ୍କୁ ଆଜି ଦିନ ୧୨ଟାରେ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି କରାଯାଇଛି । ତେବେ ୬୩…