ରେଡ୍ ଜୋନରେ ଭୁବନେଶ୍ବର, ପୁରୀ ଓ କଟକ: ମାସ୍କ ନ ପିନ୍ଧିଲେ ଫାଇନ୍ କଟିବ
ଭୁବନେଶ୍ବର: କୋଭିଡ୍ ରେଡ୍ ଜୋନରେ ରାଜ୍ୟର ତିନି ପ୍ରମୁଖ ସହର। ରାଜ୍ୟ ସରକାରଙ୍କ ପ୍ରଦତ୍ତ ସୂଚନା ଅନୁଯାୟୀ ରାଜଧାନୀ ଭୁବନେଶ୍ବର କୋଭିଡ୍ ରେଡ୍ ଜୋନକୁ ଫେରିଛି। ଏହାଛଡ଼ା ପୁରୀ ଓ କଟକ ଜିଲ୍ଲା ବି ରେଡ୍ ଜୋନରେ ସାମିଲ ହୋଇଛି।
ରାଜଧାନୀ ଭୁବନେଶ୍ବରରେ ଟିପିଆର ରେଟ୍ ୧୦.୬ ରହିଛି ।…