Latest Odisha News

BREAKING NEWS

Browsing Tag

FIR on Human Sagar

ପର ହୋଇଗଲେ ପରୀ ରାଇଜର ପରୀ, ଏବେ ଖାଲି କଳି ଆଉ କଳି…

ଭୁବନେଶ୍ୱର: ଓଲିଉଡର ଦାମ୍ପତ୍ୟ ଝଡ । ଉଜୁଡି ଯାଉଛି ସ୍ୱାମୀ-ସ୍ତ୍ରୀ ସମ୍ପର୍କ । ଗୋଟିଏ ପରେ ଗୋଟିଏ ପାରିବାରିକ ବିବାଦକୁ ନେଇ ଓଲିଉଡ ଏବେ ପଡୁଛି ଉଠୁଛି । ପ୍ରଥମେ ବର୍ଷା-ଅନୁଭବ ସମ୍ପର୍କ । ଏହା ପରେ ବାବୁଶାନ-ତୃପ୍ତି । ଆଉ ଏବେ ହ୍ୟୁମାନ ସାଗର ଏବଂ ଶ୍ରୀୟା । ଅବଶ୍ୟ ବାବୁଶାନ-ତୃପ୍ତି…

ମୁଁ ଶ୍ରୀୟାକୁ ବହୁତ ଭଲ ପାଏ, ସବୁ ସମ୍ପତ୍ତି ତା ନାଁରେ କରିଦେଇଛି

ଭୁବନେଶ୍ୱର: ଓଲିଉଡ଼ ପିଛା ଛାଡ଼ୁନି ବିବାଦ  ।   ପୂର୍ବରୁ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ପରେ ବାବୁଶାନ ଏବଂ ଏବେ ହ୍ୟୁମାନ ସାଗରଙ୍କ ପାରିବାରିକ ବିବାଦ ହାଟରେ ପଡି ଦାଣ୍ଡରେ ଗଡ଼ିଲାଣି  । ଏହାକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା । ଗଲା ତିନି ଦିନ ତଳେ ମହିଳା ଥାନାରେ…

ହ୍ୟୁମାନଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ଶ୍ୱଶୁର

କଟକ: ଓଡ଼ିଶାର ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ବିରୋଧରେ ଶ୍ୱଶୁର ଶ୍ରୀକାନ୍ତ ମିଶ୍ର ଆଣିଛନ୍ତି ସାଂଘାତିକ ଅଭିଯୋଗ । କନ୍ୟା ସନ୍ତାନ ଜନ୍ମ ହେବା ପରଠାରୁ ହ୍ୟୁମାନ ପତ୍ନୀଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ । ପତ୍ନୀ ଶ୍ରୀୟଙ୍କୁ ମାରଧର କରିବା ସହ ଧର୍ମ ପରିବର୍ତ୍ତନ କରିବା…

ଥାନାରେ ହାଜର ହେଲେ ହ୍ୟୁମାନ ସାଗର ଓ ପତ୍ନୀ

କଟକ: ଓଡ଼ିଶାର ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ବିରୋଧରେ ପତ୍ନୀ ନିର୍ଯାତନା ଅଭିଯୋଗ ଆଣିବା ପରେ କଟକ ମହିଳା ଥାନାରେ ହାଜର ହୋଇଛନ୍ତି ହ୍ୟୁମାନ ସାଗର । ଥାନାରେ ହାଜର ହେବା ପାଇଁ ତାଙ୍କୁ ସମନ ହୋଇଥିଲା ।  ପତ୍ନୀ ଶ୍ରୀୟା ମିଶ୍ର ତାଙ୍କ ବିରୋଧରେ ଘରୋଇ ହିଂସା ଓ ଦାମ୍ପତ୍ୟ କଳହ…

ହ୍ୟୁମାନ ସାଗରଙ୍କ ନାଁରେ ଛେଣ୍ଡିପଦା ଥାନାରେ ଅଭିଯୋଗ

ଛେଣ୍ଡିପଦା : ପୁଣି ନିଜ ଗୀତକୁ ନେଇ ବିବାଦରେ ଫସିଛନ୍ତି ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଝିଅ ନୁହେଁ ତୁ କରୋନା ଭାଇରସ୍ ଗୀତ ଗାଇ ବିବାଦୀୟ ହୋଇଥିବା ହ୍ୟୁମାନ ଏବେ ଗାଇଛନ୍ତି ଛେଣ୍ଡିପଦା ରାଣୀ ଗୀତ । ଯାହାକୁ ନେଇ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ…