ମନ୍ତ୍ରୀ ସମୀର ଦାଶ ଓ ବିଧାୟକ ଉମା ସାମନ୍ତରାୟଙ୍କ ନାଁରେ ପୁରୀ SDJM କୋର୍ଟରେ ମାମଲା
ପୁରୀ: ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗ ଦେଇ କୋଭିଡ୍ ନିୟମର ଉଲ୍ଲଂଘନ କରିଥିବା ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟଙ୍କ ନାଁରେ ପୁରୀ ଏସଡିଜେଏମ୍ କୋର୍ଟରେ ମାମଲା ଦାୟର ହୋଇଛି । ଦୁଇ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…