Latest Odisha News

BREAKING NEWS

Browsing Tag

Fire Mishap

ସୁରଟରେ ଭୟାବହ ଅଗ୍ନିକାଣ୍ଡ; ନିଆଁ ଲିଭାରେ ଲାଗିଛନ୍ତି ଦମକଳ ବାହିନୀର ୪୦ ଗାଡି

ସୁରଟ: ଗୁଜୁରାଟର ସୁରଟ ନିକଟସ୍ଥ ସରୋଲି ଅଞ୍ଚଳରେ ଥିବା ରଘୁବାର ମାର୍କେଟ କପ୍ଲେକ୍ସର ୧୦ ମହଲା ମଙ୍ଗଳବାର ଭୋର୍ ସମୟରେ କୌଣସି କାରଣବଶତଃ ଅଗ୍ନିକାଣ୍ଡ ଘଟିଛି । ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇପଡିଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଦିଲ୍ଲୀରେ ପୁଣି ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଜୋତା ଫ୍ୟାକ୍ଟ୍ରି

ନୂଆଦିଲ୍ଲୀ: ନୂଆଦିଲ୍ଲୀ ଅନ୍ତର୍ଗତ ନରେଲା ଶିଳ୍ପାଞ୍ଚଳରେ ଅବସ୍ଥିତ ଏକ ଜୋତା ଫ୍ୟାକ୍ଟ୍ରିରେ ମଙ୍ଗଳବାର ଭୋର୍ ସମୟରେ କୌଣସି କାରଣବଶତଃ ଅଗ୍ନିକାଣ୍ଡ ଘଟିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1209324861710954496?s=08…

କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୯ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ଅନ୍ତର୍ଗତ କରାଡି ଅଞ୍ଚଳସ୍ଥିତ ଏକ କପଡା ଗୋଦାମରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିବାରୁ ପ୍ରାୟ ୯ ଜଣଙ୍କର ମୃତ୍ୟୁ ହୋଇଥିôବାବେଳେ ୧୦ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ବଲାଙ୍ଗିରରେ ଜଳିଗଲା ବିପୁଳ ପରିମାଣର ଧାନଶସ୍ୟ

ବଲାଙ୍ଗିର: ବଲାଙ୍ଗିର ସହରର ଲୋଇସିଂହା ବ୍ଲକ୍ ଅନ୍ତର୍ଗତ ଯୋଗିଶୂର୍ଡା ଗ୍ରାମରେ ଏକ ଧାନଖଳାରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବହୁ ପରିମାଣର ଧାନ ଶସ୍ୟ ନିଆଁରେ ପୋଡି ପାଉଁଶ ହୋଇ ଯାଇଛି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ନିଆଁଲାଗି ପ୍ରାୟ ୨୦୦…

କାର୍ଟୁନ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ସମ୍ପତ୍ତି

ବାରିପଦା: ବାରିପଦା ସହର ଉପକଣ୍ଠସ୍ଥ ମଞ୍ଚାବନ୍ଧ ନିକଟ ଏକ କାଗଜ ପେଟି ଗୋଦାମରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ମୂଲ୍ୟର ସାମଗ୍ରୀ ନିଆଁରେ ପୋଡି ପାଉଁଶ ହୋଇ ଯାଇଛି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଉକ୍ତ ଗୋଦାମରୁ…

ପାରାଦୀପରେ ଜଳିଗଲା ୩ ଦୋକାନ, ବହୁ ସମ୍ପତ୍ତି ନଷ୍ଟ

ପାରାଦୀପ: ପାରାଦୀପ ଅନ୍ତର୍ଗତ ଗେଟ୍ ବଜାର ଅଞ୍ଚଳରେ ଶନିବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୩ଟି ଦୋକନ ଜଳି ଧୂଳିସାତ ହୋଇପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଆଜି ଭୋରରୁ କୌଣସି କାରଣବଶତଃ ଏହି ବଜାରରେ ଅଚାନକ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡର କାରଣ…

ପୁରୀରେ ଜଳିଗଲା ୧୦ ବଖରା ଘର, ବହୁ ସମ୍ପତ୍ତି ନଷ୍ଟ

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଣ୍ଡପଡା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୫ଟି ପରିବାରର ଘର ଜଳି ଧୂଳିସାତ ହୋଇପଡିଛି । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣବଶତଃ…

କଟକର ଆନ୍ଧ୍ର ବ୍ୟାଙ୍କ କୋଠାରେ ଅଗ୍ନିକାଣ୍ଡ

କଟକ: କଟକର ମଙ୍ଗଳାବାଗ ସ୍ଥିତ ଆନ୍ଧ୍ରା ବ୍ୟାଙ୍କ ଶାଖା କୋଠାରେ  ଶନିବାର ଦିନ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଆଜି ସକାଳେ ଉକ୍ତ ସର୍ଜିକାଲ ଆଇଟମ ଦୋକାନରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ନିଆଁ ଲାଗିଥିବା ନେଇ ସ୍ଥାନୀୟ ବାସିନ୍ଦା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।…

ପୁରୀରେ ଜଳିଗଲା ୧୧ଟି ପରିବାରର ଘର, ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ପୁରୀ: ପୁରୀ ଜିଲ୍ଲାର ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମାଛପଡା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୧୧ଟି ପରିବାରର ଘର ଜଳି ଧୂଳିସାତ ହୋଇପଡିଛି । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣବଶତଃ ଏହି ଗାଁରେ ଅଚାନକ ନିଆଁ…

ଭଦ୍ରକରେ ଜଳିଗଲା ଅନେକ ଘର, ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ଭଦ୍ରକ: ଭଦ୍ରକ ଜିଲ୍ଲାର ଧାମନଗର ଏନଏସି ଅନ୍ତର୍ଗତ କାଙ୍କରା ଗ୍ରାମରେ ଶନିବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୭ ବଖରା ଘର ଜଳି ଧୂଳିସାତ ହୋଇପଡିଛି । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣବଶତଃ ଏହି ଗାଁରେ ଅଚାନକ ନିଆଁ ଲାଗିଯାଇଥିଲା ।…