Latest Odisha News
Browsing Tag

Fire Mishap

ତେଜଗମ୍ ଏକ୍ସପ୍ରେସ୍ ଅଗ୍ନିକାଣ୍ଡ ଘଟଣା: ମୃତ୍ୟୁ ସଂଖ୍ୟା ୬୫କୁ ବୃଦ୍ଧି

ଇସଲାମାବାଦ: ପାକିସ୍ତାନର କରାଚିରୁ ରାୱଲପିଣ୍ଡି ଅଭିମୁଖେ ଯାଉଥିବା ତେଜଗମ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ଯାହାଫଳରେ ମୃତ୍ୟୁ ସଂଖ୍ୟା ୬୫କୁ ବୃଦ୍ଧି ପାଇଛି। ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଟ୍ରେନରେ ଲାଗିଲା ନିଆଁ, ୧୬ରୁ ଅଧିକ ଯାତ୍ରୀ ମୃତ

ଇସଲାମାବାଦ: ପାକିସ୍ତାନର କରାଚିରୁ ରାୱଲପିଣ୍ଡି ଅଭିମୁଖେ ଯାଉଥିବା ତେଜଗମ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ଯାହାଫଳରେ ୧୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ନାଲକୋ ସିପିପିରେ ଭୟାବହ ଅଗ୍ନିକାଣ୍ଡ

ଅନୁଗୁଳ: ଅନୁଗୁଳ ଜିଲ୍ଲା ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ (ନାଲକୋ)ର କ୍ୟାପଟିଭ୍ ପାୱାର୍ ପ୍ଲାଣ୍ଟ୍ (ସିପିପି)ରେ ଶୁକ୍ରବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ ୟୁନିଟ୍ ୮ ସ୍ଥିତ ଜେନେରେଟର ଟ୍ରାନ୍ସଫର୍ମରରେ କୌଣସି କାରଣବଶତଃ ସଟସର୍କିଟ୍ ହେବାରୁ ଅଗ୍ନିକାଣ୍ଡ…

ଭଦ୍ରକରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଅନେକ ଘର

ଭଦ୍ରକ: ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ ଅନ୍ତର୍ଗତ ଅଗିରାଗାଡିଆ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ କୌଣସି କାରଣବଶତଃ ନିଆଁ ଲାଗିଯିବାରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଦୁର୍ଭାଗ୍ୟବଶତଃ ଗ୍ରାମ ମଧ୍ୟରେ ଥିବା ଏକ ଘରେ ନିଆଁ ଲାଗିଯାଇଥିଲା…

ରାଉରକେଲା: କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ରାଉରକେଲା: ସହରର ମେନ୍ ରୋଡରେ ଥିବା ଏକ କପଡା ଗୋଦାମରେ କୌଣସି କାରଣବଶତଃ ନିଆଁ ଲାଗିଯିବାରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ ରବିବାର ବିଳମ୍ବିତ ରାତିରେ ଦୁର୍ଭାଗ୍ୟବଶତଃ କପଡା ଗୋଦାମରେ ଅଗ୍ନିକାଣ୍ଡ ଘଟିଥିଲା । ଏହାଫଳରେ ନିଆଁରେ ପାଖାପାଖି ୭ଲକ୍ଷ ଟଙ୍କାର…

ଲୋକସେବା ଭବନରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲୋକସେବା ଭବନ(ରାଜ୍ୟ ସଚିବାଳୟ)ରେ ଶନିବାର ଦିନ କୌଣସି କାରଣବଶତଃ ୯ଟା ବେଳେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ଦମକଳ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପାଖାପାଖି ୪୫ ମି.ର ଅଦମ୍ୟ ପ୍ରୟାସ ପରେ ନିଆଁକୁ ଆୟତ୍ତ…

ବିଏସଏନଏଲ୍ ଅଫିସରେ ଅଗ୍ନିକାଣ୍ଡ: ସପ୍ତାହ ମଧ୍ୟରେ ସ୍ୱାଭାବିକ ହେବ ସ୍ଥିତି

କଟକ: କଟକର ବିଏସଏନଏଲ୍ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟି ସହରରେ ବ୍ରୋଡବ୍ୟାଣ୍ଡ ସେବା ବାଧାପ୍ରାପ୍ତ ହୋଇଥିବା ବେଳେ ଏନେଇ ମୁହଁ ଖୋଲିଛନ୍ତି ଅଧିକାରୀ । ପ୍ରାୟ ୧ ସପ୍ତାହ ମଧ୍ୟରେ ସବୁ ସ୍ଥିତି ତଥା ଇଣ୍ଟରନେଟ୍ ସେବାକୁ ସ୍ୱାଭାବିକ କରିବାକୁ ପ୍ରୟାସ ଜାରି ରହିଛି ବୋଲି ଶନିବାର ଦିନ…

ବୁର୍ଲା ମେଡିକାଲରେ ଅଗ୍ନିକାଣ୍ଡ

ସମ୍ବଲପୁର: ବୁର୍ଲାସ୍ଥିତ ଭିମସାର ମେଡିକାଲରେ ଶୁକ୍ରବାର ଦିନ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମିଳିଥିବା ସୂଚନାନୁଯାୟୀ ମେଡିକାଲର ଡାଇଲେସିସ୍ ରୁମକୁ ଲାଗିଥିବା ବ୍ୟାଟେରୀ ରୁମରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା । ଫଳରେ ସେଠାରେ ଥିବା ସମସ୍ତ ବୈଦ୍ୟୁତିକ ଉପକରଣ ପୋଡି ଯାଇଥିଲା ।…

ସମଲେଶ୍ୱରୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟଣା: ପୁଣି ଜଣେ ନିଲମ୍ବିତ

ଭୁବନେଶ୍ୱର : ହାୱଡା-ଜଗଦଲପୁର ସମଲେଶ୍ୱରୀ ଏକ୍ସପ୍ରେସ୍ ଅଗ୍ନିକାଣ୍ଡ ଘଟଣାରେ ବୁଧବାର ଦିନ ରେଳବାଇ ପକ୍ଷରୁ କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ପୁଣି ଜଣେ ରେଳ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବିତ କର୍ମଚାରୀ ଜଣକ ହେଲେ ସନ୍ତୋଷ କୁମାର ଏବଂ ସେ ହେଲପର ଭାବେ କାର୍ଯ୍ୟରତ ଥିବା…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଖନ୍ତାପଡା ରେଲୱେ ଷ୍ଟେସନ୍ ନିକଟ ଅତାପୁର ଠାରେ ଶନିବାର ଦିନ ନୂଆଦିଲ୍ଲୀ- ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ଟ୍ରେନରେ ନିଆଁ ଲାଗିଯିବାରୁ ଯାତ୍ରୀମାନେ ଭୟଭିତ ହୋଇପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଏହି ଟ୍ରେନର ଏକ ବଗିରେ କୌଣସି କାରଣବଶତଃ ନିଆଁ…