କୋଭିଡ କେୟାର କେନ୍ଦ୍ରରେ ନିଆଁ: ୭ କରୋନା ଆକ୍ରାନ୍ତ ମୃତ
ବିଜୟୱାଡା: ଆନ୍ଧ୍ରପ୍ରଦେଶର ବିଜୟୱାଡା ସହରରେ ଥିବା ଏକ କୋଭିଡ୍ କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା । ଏଥିରେ ୭ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଆହାତ ହୋଇଥିବା ଜଣାପଡିଛି ।
ସୂଚନା ଅନୁସାରେ, ବିଜୟୱାଡା ସହରରେ ଥିବା ଏକ ହୋଟେଲକୁ…