Latest Odisha News

BREAKING NEWS

Browsing Tag

Fire

ସାଉଦି ବିମାନରେ ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପେଶାୱାର: ପାକିସ୍ତାନର ପେଶାୱାର ବିମାନବନ୍ଦରରେ ସାଉଦି ଏୟାରଲାଇନ୍ସର ବିମାନ ନମ୍ବର ଏସଭି-୭୯୨ ଗୁରୁବାର ସକାଳେ ନିଆଁ ଲାଗିଯାଇଛି । ଏହି ବିମାନଟି ସାଉଦି ଆରବର ରାଜଧାନୀ ରିୟାଦରୁ ପେଶାୱାର ଆସିଥିଲା। ସୂଚନା ଅନୁଯାୟୀ, ବିମାନର ଲ୍ୟାଣ୍ଡିଂ ଗିଅରରେ କୌଣସି କାରଣବଶତଃ ଧୂଆଁ ବାହାରୁଥିବା…

ବେଙ୍ଗାଲୁରୁ ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ବସ୍

ବେଙ୍ଗାଲୁରୁ: ଇଞ୍ଜିନ ଷ୍ଟାର୍ଟ କରୁକରୁ ହୁତୁହୁତୁ ହୋଇ ଜଳିଲା ବସ୍। କିନ୍ତୁ ଚାଳକଙ୍କ ଉପସ୍ଥିତ ବୁଦ୍ଧି କାରଣରୁ ଅଳ୍ପକେ ବର୍ତ୍ତିଯାଇଛି ସମସ୍ତ ଯାତ୍ରୀଙ୍କ ଜୀବନ। ଏହି ଘଟଣା ଘଟିଛି ବେଙ୍ଗାଲୁରୁର ଏମଜି ରୋଡ଼ରେ। ବେଙ୍ଗାଲୁରୁ ମେଟ୍ରୋପଲିଟାନ ଟ୍ରାନ୍ସପୋର୍ଟ କର୍ପୋରେସନ (ବିଏମଟିସି) …

ରେଲୱେ ପିଛା ଛାଡ଼ୁନି ଅଘଟଣ, କୋଇଲା ବୋଝେଇ ମାଲବାହୀ ଟ୍ରେନରେ ଲାଗିଲା ନିଆଁ

ଭୁବନେଶ୍ୱର: ଭାରତୀୟ ରେଳବାଇ ପିଛା ଛାଡ଼ୁନି ଅଘଟଣ । ୨ ଦିନ ମଧ୍ୟରେ ରାଜ୍ୟର ୩ଟି ସ୍ଥାନରେ ଟ୍ରେନ୍ ସହ ଜଡ଼ିତ ଛୋଟ ଛୋଟ ଅଘଟଣ ଘଟିଛି । ଶୁକ୍ରବାର ରାତିରେ ଖରିଆଡ଼ ରୋଡରେ ପୁରୀ ଇଣ୍ଟରସିଟିର ଏସି କୋଚରେ ନିଆଁ ଲାଗିଥିବା ବେଳେ ଆଜି ବାଲୁଗାଁ ନିକଟରେ କୋଇଲା ବୋଝେଇ ମାଲବାହୀ ଟ୍ରେନରେ ନିଆଁ…

ସକାଳୁ ସକାଳୁ ଅଗ୍ନିକାଣ୍ଡ, ଜଳିଗଲା ୫୦ରୁ ଅଧିକ ଦୋକାନ

କେନ୍ଦୁଝର: ସକାଳୁ ସକାଳୁ କେନ୍ଦୁଝରର ରାହାସ ନିତିଦିନିଆ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡର ପ୍ରଭାବ ଏତେ ଭୟଙ୍କର ଥିଲା ୫୦ରୁ ଅଧିକ ଦେକାନ ଜଳିଯାଇଛି । ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ଦୋକାନ ଗୁଡିକ ଲାଗି ହୋଇ ରହିଥିଲା। ତେଣୁ…

ଜଙ୍ଗଲ ନିଆଁ ଲିଭାଇବାକୁ ଯାଇଥିଲେ ବନ କର୍ମଚାରୀ, ଜଳିଗଲା ଜିପ୍

ସୁନ୍ଦରଗଡ଼: ଖରା ଆରମ୍ଭ ସହ ଏବେ ରାଜ୍ୟର ଏକାଧିକ ଜଙ୍ଗଲ ଜଳୁଛି । ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ଲାଗି ବନ ବିଭାଗ କର୍ମଚାରୀ ନାକେଦମ୍ ହେଉଛନ୍ତି । ଆଉ ଜଙ୍ଗଲ ନିଆଁକୁ ଲିଭାଇବାକୁ ଯାଇଥିବା ବନ ବିଭାଗର ଗାଡ଼ି ସେହି ଜଙ୍ଗଲ ନିଆଁରେ ଜଳି ଯାଇଛି । ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼…

ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ

ପୁରୀ: ମରିଚିକୋଟ ଛକ ନିକଟ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ୩ ମହଲା ବିଶିଷ୍ଟ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି । ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀର ଉଦ୍ୟମ କରୁଥିବା ବେଳେ ୨ ଜଣ କର୍ମଚାରୀ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ମିଳିଛି ।…

ହୁତୁହୁତୁ ହୋଇ ଜଳିଗଲା ଘର, ଗୋଟିଏ ପରିବାରର ୩ ଆହତ

ଝାରସୁଗୁଡ଼ା : ବ୍ରଜରାଜନଗର ଥାନା ଅନ୍ତର୍ଗତ ଇଟାଭଟା ପଡ଼ାରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲେ ଗୋଟିଏ ପରିବାରର ତିନି ଜଣ  । ସୂଚନା ଅନୁଯାୟୀ,  ଇଟାଭଟା ପଡ଼ାର ଜଣକ ଘରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ଶୋଇଥିବା ବେଳେ ଘରେ ହଠାତ ନିଆଁ ଲାଗିଯାଇଥିଲା  । ନିଆଁର…

ଆଶୀର୍ବାଦ ଟାୱାରରେ ଅଗ୍ନିକାଣ୍ଡ, ୩ ଜଣଙ୍କ ମୃତ୍ୟୁ ସୂଚନା

ରାଞ୍ଚି: ଜଳୁଛି ଟାୱାର, ଜୀବନ ବିକଳରେ ଦୌଡ଼ୁଛନ୍ତି ଲୋକେ । ଝାଡ଼ଖଣ୍ଡର ଧନବାଦର ଆଶୀର୍ବାଦ ଟାୱାରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏବେ ସୁଦ୍ଧା ଅଗ୍ନିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ଏକାଧିକ ଲୋକ ନିଆଁ ଓ ଧୂଆଁରେ ଫସି ରହିଥିବା ଆଶଙ୍କା କରା ଯାଉଛି ।…

ଦକ୍ଷିଣ କୋରିଆର ବସ୍ତିନଗରୀରେ ଭୟାବହ ଅଗ୍ନିକାଣ୍ଡ

ବ୍ୟୁରୋ: ଦକ୍ଷିଣ କୋରିଆର ରାଜଧାନୀ ସିଓଲ୍‌ ସ୍ଥିତ ଏକ ବସ୍ତି ନଗରୀରେ ଭୟଙ୍କର ଅଗ୍ନିକାଣ୍ଡ । ଯାହା ଫଳରେ ପ୍ରାୟ ୫୦୦ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା କଥା ଅଗ୍ନିଶମ ବିଭାଗ କର୍ତ୍ତୃପକ୍ଷମାନେ କହିଛନ୍ତି। ତେବେ ସୂଚନା ଅନୁଯାୟୀ, ୬୬୦ରୁ ଅଧିକ ପରିବାର ବସବାସ କରୁଥିବା ଦକ୍ଷିଣାଞ୍ଚଳ…

ଲିଭୁନି ପର୍ବତର ନିଆଁ; କ’ଣ ରହିଛି ରହସ୍ୟ

ପାହାଡ଼ରୁ ଉଠୁଛି ନିଆଁ । ଦିନ ରାତି ଜଳୁଛି । ଲିଭିବାର ନାଁ ଧରୁନି । ଏହି ନିଆଁକୁ କୁହାଯାଉଛି ଯାନର ଡାଗ ବା ଜଳୁଥିବା ଥିବା ପାହାଡ। ବିଚିତ୍ର ଏ ବିଶ୍ୱ । ଅନେକ ଅବିଶ୍ୱାସନୀୟ ଜିନିଷ ଏଇ ପୃଥିବୀରେ ଭରି ରହିଛି । ସୋସିଆଲ ମିଡ଼ିଆ ଯୋଗୁ ଏହି ଅଜବ ଜିନିଷ ଆଜି ସମସ୍ତଙ୍କ ସାମ୍ନାକୁ ଆସି…