Latest Odisha News
Browsing Tag

Fire

ଦୋକାନ ଜାଳିଦେଲେ ଦୁର୍ବୃତ୍ତ, ପୋଡ଼ିଦେଲେ ଗାଡ଼ି

କଟକ: ପଞ୍ଚାୟତ ନିର୍ବାଚନ ବେଳେ ହିଂସାକାଣ୍ଡ । କଟକ ଜିଲ୍ଲା ବଡମ୍ବା ଥାନା ଅନ୍ତର୍ଗତ ରତାପାଟ ଗାଁରେ ପୋଡ଼ାଜଳା କିଛି ଦୁର୍ବୃତ୍ତ ରତାପାଟ ଗାଁରେ ଦୁଇଟି ଦୋକାନ ଘରେ ନିଆଁ ଲଗାଇ ଦେଇଥିବା ବେଳେ ଗୋଟିଏ ଗାଡ଼ି ପୋଡ଼ି ଦେଇଛନ୍ତି । ଗାଁର ସୁରେଶ କଅଁରଙ୍କର ଲୁଗା ଦୋକାନକୁ ପୋଡ଼ି ଦେଇଛନ୍ତି…

[ଭିଡିଓ] ପିଏସ୍‌ଏଲ୍ (୨୦୨୨) ଉଦ୍‌ଘାଟନୀ ଉତ୍ସବ ପୂର୍ବରୁ କରାଚୀ ଷ୍ଟାଡିୟମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ପାକିସ୍ତାନ ସୁପର୍ ଲିଗକୁ (ଟି-୨୦) ନେଇ ବିବାଦ ତୁଟିବାର ନାଁ ଧରୁନି । ଚଳିତବର୍ଷ ଏହି କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଏକାଧିକ ଖେଳାଳି କୋଭିଡ୍ ପଜିଟିଭି ଚିହ୍ନଟ ହୋଇଥିଲେ । ଆଉ ଏବେ ଉଦ୍‌ଘାଟନୀ ଉତ୍ସବ ପୂର୍ବରୁ ହିଁ କରାଚୀ ଷ୍ଟାୟିଡମ୍‌ରେ ନିଆଁ ଲାଗିବା…

ଖଟରେ ଶୋଇଥିବା ବେଳେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ବୃଦ୍ଧ

କେନ୍ଦୁଝର : ଖଟରେ ଶୋଇଥିବା ବେଳେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ବୃଦ୍ଧ । ମୃତକ ହେଲେ ୭୦ ବର୍ଷ ବୟସ୍କ ଡିଲେଶ୍ବର ମହାକୁଡ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ତେଲକୋଇ ଗାଁର ଗଉଡ ସାହିରେ ଅଭାବନୀୟ ଘଟଣା । ଗତକାଲି ବିଳମ୍ବିତ ରାତିରେ ଡିଲେଶ୍ବର ମହାକୁଡ ଖଟ ଉପରେ ମଶାରୀ ଟାଙ୍ଗି ଶୋଇଥିଲେ ।…

[ଭିଡିଓ] ମଣ୍ଡପରେ ନିଆଁ ଲାଗିଥିଲା, ଲୋକେ ବସି ଭୋଜି ଖାଉଥିଲେ

ଭୁବନେଶ୍ୱର: ଜାରି ରହିଛି ମ୍ୟାରେଜ ସିଜିନ୍ । ଅନେକ ଲୋକ ନିଜ ବିବାହ ଦିନକୁ ଅପେକ୍ଷା କରିଥିଲାବେଳେ ଆଉ କିଛି ଭୋଜିଭାତରେ ସାମିଲ ହେବାକୁ ପସନ୍ଦ କରିଥାନ୍ତି । ତେବେ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିବା ଏହି ଭିଡିଓଟି କିନ୍ତୁ ସମସ୍ତଙ୍କୁ ଚକିତ କରିଛି । ମୁମ୍ବାଇ ଥାନେ ଅଂଚଳର…

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ଘର , ୪ ଗାଈ ଓ ଗୋଟିଏ ଛେଳି ଜୀବନ୍ତ ଦଗ୍ଧ

ଭଦ୍ରକ : ଭଦ୍ରକରେ ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ଘର । ଅଗ୍ନିକାଣ୍ଡ ଯୋଗୁଁ ୩ ଟି ପରିବାରର ୫ ବଖରା ଘର ପୋଡି ପାଉଁସ ହୋଇଯାଇଛି ଓ ୪ ଟି ଗାଇ ଓ ଗୋଟିଏ ଛେଳି ଘଟଣା ସ୍ଥଳରେ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।ଭଦ୍ରକ ବ୍ଲକ ବାଣିତିଆ ପଞ୍ଚାୟତ ର ଦକ୍ଷିଣସାହି ଗ୍ରାମରେ ଏଭଳି ଭୟାବହ ଅଗ୍ନିକାଣ୍ଡ…

ଜଗତପୁରରେ ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ, ଲକ୍ଷାଧିକ ମୂଲ୍ୟର ସମ୍ପତ୍ତି ପୋଡ଼ି ପାଉଁଶ

କଟକ : ଜଗତପୁରରେ ଥିବା ଏକ ଧୂପକାଠି କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଅଗରବତୀ ଓ କଞ୍ଚାମାଲ ପୋଡି ଜଳି ପାଉଁଶ ହୋଇଯାଇଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ଲାଗିଛି । ଏସ୍.ଏସ୍ ଏଣ୍ଟରପ୍ରାଇଜର୍ସ ନାମକ କାରଖାନାରେ…

ପାରାଦୀପ ଇଣ୍ଡିଆନ୍ ଅଏଲ ଡିପୋରେ ଅଗ୍ନିକାଣ୍ଡ

ପାରାଦୀପ: ଇଣ୍ଡିଆନ୍ ଅଏଲ୍ ଡିପୋରେ ଅଗ୍ନିକାଣ୍ଡ । ତେବେ ନିଆଁକୁ ଆୟତ୍ତକରିବାରେ ସଫଳ ହୋଇଛି ଅଗ୍ନିଶମ ବିଭାଗ । ଆଜି ସକାଳୁ ପାରଦୀପ ସ୍ଥିତ ଇଣ୍ଡିଆନ୍ ଅଏଲ୍ ଡିପୋରେ ଟ୍ରେନ୍ ଷ୍ଟାର୍ଟ ହେବା ସମୟରେ ସ୍ପାର୍କିଂ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଆଜି…

ଭୁବନେଶ୍ୱର ୟୁନିଟ୍-୧ ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୯ଟି ଦୋକାନ ଘର

ଭୁବନେଶ୍ୱର: ବିଳମ୍ବିତ ରାତିରେ ଭୁବନେଶ୍ୱର ୟୁନିଟ୍-୧ ହାଟରେ ଲାଗିଲା ନିଆଁ । ଗତକାଲି ରାତି ପାଖାପାଖି ୧୦ଟା ୫୦ ବେଳେ ଅଗ୍ନିକାଣ୍ଡ ହୋଇଥିଲା । ଏଥିରେ ୩ଟି ଦୋକାନ ଘର ସମ୍ପୂର୍ଣ୍ଣ ଛାରଖାର ହୋଇଛି ଆଉ ୬ଟି ଦୋକାନ ଆଂଶିକ ପ୍ରଭାବିତ ହୋଇଛି । ଖବର ପାଇ ଘଟାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ହାତୀ ଜାଳିଦେଲା ଘର, ଅଳ୍ପକେ ବର୍ତ୍ତିଲେ ୪ଜଣ

ମୟୁରଭଂଜ: ହାତୀ ପାଇଁ ଧନଜୀବନ ନଷ୍ଟ ହୋଇଥିବା ଖବର ଆପଣ ପଢିଥିବେ କିମ୍ବା ଶୁଣିଥିବେ । ହେଲେ ହାତୀ ପାଇଁ ଅଗ୍ନିକାଣ୍ଡ ଘଟିଥିବା ଖବର ବୋଧ ହୁଏ କେବେ ଆପଣଙ୍କ ନଜରକୁ ଆସିଥିବ । ପଢି ଆଶ୍ଚର୍ଯ୍ୟ ଲାଗୁଥିବେ ବି ଏହା ସତ । ମୟୁରଭଂଜ ଜିଲ୍ଲାରୁ ସାମ୍ନାକୁ ଆସିଛି ଏଭଳି ତାଜୁବ କଲାଭଳି ଘଟଣା ।…

ଦିଲ୍ଲୀ ଏମ୍ସର ଇମରଜେନ୍ସି ଓ୍ବାର୍ଡରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସ ହସ୍ପିଟାଲରେ ସୋମବାର ଦିନ ଅଗ୍ନିକାଣ୍ଡ ଘଟିଛି। ଇମରଜେନ୍ସି ଓ୍ବାର୍ଡର ଗ୍ରାଉଣ୍ଡ ଫ୍ଲୋର୍ ନିକଟ ଷ୍ଟୋର ରୁମରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ୭ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସୂଚନା ଅନୁଯାୟୀ, ସୋମବାର ଭୋର୍ ୫ ଟାରେ…