Latest Odisha News

BREAKING NEWS

Browsing Tag

Fire

ରାଉରକେଲାର ଟାୟାର ଗୋଦାମରେ ଅଗ୍ନିକାଣ୍ଡ

ରାଉରକେଲା: ରାଉରକେଲାର ସେକ୍ଟର ୨୧ ରହମତ ନଗର ବସ୍ତିରେ ମଧ୍ୟରାତ୍ରରେ ଏକ ଟାୟାର ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଟାୟାର ଜଳି ନଷ୍ଟ ହୋଇଯାଇଥିବା ବେଳେ ମୃତାହତ ନେଇ ସୂଚନା ମିଳିନାହିଁ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ତିନୋଟି ଦମକଳ ଗାଡି…

ବାଲେଶ୍ୱର କମର୍ଦ୍ଦା ବଜାରରେ ଅଗ୍ନିକାଣ୍ଡ, ଜଳିଗଲା ୫ଟି ଦୋକାନ ଘର

ବାଲେଶ୍ୱର: ଭୋରରେ ଲାଗିଲା ନିଆଁ । ଜଳିଗଲା ଦୋକାନ ଘର । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ କମର୍ଦ୍ଦା ବଜାରରେ ଆଜି ଭୋରରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ପାଞ୍ଚଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି । ପୋଡ଼ି ଛାରଖାର ହୋଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଧୀରେ ଧୀରେ…

ବୁର୍ଲା ଭୀମସାରରେ ଟଳିଲା ବଡଧରଣର ଅଘଟଣ

ସମ୍ୱଲପୁର: ଗଛ ଭାଙ୍ଗି ବିଦ୍ୟୁତ ତାର ଛିଣ୍ଡିଗଲା । ୧୧ କେଭି ବିଦ୍ୟୁତ ତାର ଛିଣ୍ଡିଯିବାରୁ ସର୍ଟ ସର୍କିଟରୁ ଲାଗିଲା ନିଆଁ । ଏଥିରୁ ବୁର୍ଲା ଭୀମସାର ରକ୍ତଭଣ୍ଡାରରେ ଅଗ୍ନିକାଣ୍ଡ ହୋଇଛି । ପୋଡ଼ି ଯାଇଛି ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର । ଏବେ ବାକି ଥିବା ୩ଟି ଫ୍ରିଜରରେ…

ଜଳିଗଲା ମୋବାଇଲ୍ ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଝାରସୁଗୁଡ଼ା: ରାତିରେ ମୋବାଇଲ୍ ଦୋକାନରେ ଲାଗିଲା ନିଆଁ । ଲକ୍ଷାଧିକ ଟଙ୍କାର ଜିନିଷ ଓ ଉପକରଣ ପୋଡ଼ି ପାଉଁଶ ହୋଇଛି । ଝାରସୁଗୁଡ଼ାର ବକ୍ସି ଛକଠାରେ ଥିବା ଏକ ମୋବାଇଲ ଦୋକାନରେ ଏହି ଅଗ୍ନିକାଣ୍ଡ ହୋଇଛି । ଗତକାଲି ବିଳମ୍ବିତ ରାତିରେ ମହାପାତ୍ର ଇଲେକ୍ଟ୍ରୋନିକ୍ସ ନାମକ ମୋବାଇଲ ଦୋକାନରେ…

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ଏଲ୍ ଆଣ୍ଡ ଟି କମ୍ପାନୀର ପାଇପ୍

ରାଉରକେଲା: ଉଦିତନଗର ଖେଳ ପଡିଆରେ ଏଲ୍ ଆଣ୍ଡ ଟି କମ୍ପାନୀ ପକ୍ଷରୁ ରଖାଯାଇଥିବା ପାଇପରେ ଲାଗିଲା ନିଆଁ । ଆଜି ସାଢ଼େ 12ଟା ବେଳେ ଏଥିରେ ନିଆଁ ଲାଗି ଥିବା ଦେଖିବାକୁ ମିଳିଥିଲା । ପ୍ରବଳ ନିଆଁ ଓ ଧୂଆଁ ଦେଖିବାକୁ ମିଳିଥିଲା । ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ ଅଗ୍ନିଶମ ବାହିନୀ ଟିମ୍ ।…

ଗୁଜରାଟରେ ଜଳିଗଲା ପ୍ଲାଷ୍ଟିକ ଫ୍ୟାକ୍ଟ୍ରି, ଦେଖନ୍ତୁ ଭୟାବହ ଅଗ୍ନିକାଣ୍ଡର ଭିଡିଓ

ଗୁଜରାଟ: ଜଳିଗଲା ପ୍ଲାଷ୍ଟିକ ଫ୍ୟାକ୍ଚ୍ରି । ଗୁଜରାଟର ବଲସାଡରେ ଏହି ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁ ହୁ ହୋଇ ଜଳି ଯାଉଛି ପ୍ଲାଷ୍ଟିକ ଫ୍ୟାକ୍ଟ୍ରି । ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି । ପୁରୀ ଫ୍ୟାକ୍ଟ୍ରି ଜଳୁଛି । ଖବରପାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି…

ଜଳିଗଲା ଗୁହାଳ ଘର, ଜଣେ ଆହତ

ବାଲିପାଟଣା: ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଥାନା ଖମଙ୍ଗଶାସନ ଗାଁରେ ଭୟାବହ ଅଗ୍ନିକାଣ୍ଡ । ଗୁହାଳ ଘର ସମହ ଦୁଇ ବଖରା ଘର ଜଳି ଯାଇଛି । ନିଆଁରେ ପୋଡ଼ି ହୋଇ ଗୋଟିଏ ଗାଈ ମୃତ୍ୟୁ ହୋଇଥିବା ବେଳେ ୨ଟି ଗାଈ ଗୁରୁତର ହୋଇଛି । ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ମଧ୍ୟ ଆହତ ହୋଇଛନ୍ତି । ତାଙ୍କ ନାଁ…

ଚଳନ୍ତା କାରରେ ଲାଗିଲା ନିଆଁ

କେନ୍ଦୁଝର: କେନ୍ଦୁଝରର ରାମଚନ୍ଦ୍ରପୁର ନିକଟସ୍ଥ ନରନପୁର-ଡୁବୁରୀ ରୋଡରେ ମଙ୍ଗଳବାର ଦିନ ଏକ କାରରେ ନିଆଁ ଲାଗିଯାଇଛି। ସୂଚନା ଅନୁଯାୟୀ ଉକ୍ତ କାରରେ ଥିବା ତିନି ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଇଲେକ୍ଟ୍ରିଟକ୍ ସର୍ଟ ସର୍କିଟ ଯୋଗୁଁ ଚଳନ୍ତା ଗାଡିରେ ନିଆଁ ଲାଗିଯାଇଥିବା ନେଇ…

ଟ୍ରକରେ ଲାଗିଲା ନିଆଁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଶୁକ୍ରବାର ଦିନ ଏକ ଟ୍ରକରେ ଅଗ୍ନିକାଣ୍ଡ ଘଟିଛି । ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡିଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ତେବେ…

ଘରେ ଲାଗିଲା ନିଆଁ, ଦୁଇ ମହିଳା ଗୁରୁତର

ଝାରସୁଗୁଡ଼ା: ବ୍ରଜରାଜଗନରରେ ସକାଳୁ ସକାଳୁ ଅଗ୍ନିକାଣ୍ଡ । ଗୋଟିଏ ଘରେ ନିଆଁ ଲାଗିବାରୁ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି ଦୁଇ ଜଣ ମହିଳା । ସେମାନଙ୍କୁ ଚିକିତ୍ସା ପାଇଁ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇଛି । ବ୍ରଜରାଜନଗର ଷ୍ଟେସନପଡ଼ାରେ ଥଏହି ଅଘଟଣ ଘଟିଛି । ଆହତ ଦୁଇ ମହିଳା…