Latest Odisha News
Browsing Tag

Fire

ଚାରବାଟିଆ ଏଆରସିରେ ଅଗ୍ନିକାଣ୍ଡ

କଟକ: ଚୌଦ୍ୱାର ଚାରବାଟିଆ ଏଆରସିରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁଙ୍କୁ ଆୟତ୍ତ କରିବାକୁ ଘଟଣାସ୍ଥଳରେ କଟକ ଓ ଚୌଦ୍ୱାରର ୫ଟି ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି । କିନ୍ତୁ କେଉଁ ପରିସ୍ଥିତିରେ ଏହି ନିଆଁ ଲାଗିଲା ତାହା ଜଣାପଡିପାରିନାହିଁ । ପ୍ରାୟ ୪ ଘଣ୍ଟା ଧରି ଏଠାରେ ନିଆଁ ଲାଗି…

ଇଣ୍ଡିଆନ ବ୍ୟାଙ୍କରେ ଜେନେରେଟର ଜଳିଗଲା, ଅଳ୍ପକେ ବର୍ତ୍ତିଲେ ଗ୍ରାହକ

ବୁଗୁଡା: ଗଞ୍ଜାମର ବୁଗୁଡା ଶାଖ ଇଣ୍ଡିଆନ ବ୍ୟାଙ୍କରେ ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ପ୍ରତ୍ୟେକ ଦିନ ଭଳି ଜାନୁୟାରୀ ୭ ତାରିଖ ଦିନ ମଧ୍ୟ ଇଣ୍ଡିଆନ ବ୍ୟାଙ୍କରେ କାର୍ଯ୍ୟ ଆରମ୍ଭ ହୋଇଥିଲା। ଗ୍ରାହକଙ୍କ ଲମ୍ବା ଲାଇନ ମଧ୍ୟ ଲାଗିଥିଲା। ହେଲେ ବିଦ୍ୟୁତ ନଥିବା ଯୋଗୁଁ କର୍ମଚାରୀ…

ରାଉରକେଲାର ଟାୟାର ଗୋଦାମରେ ଅଗ୍ନିକାଣ୍ଡ

ରାଉରକେଲା: ରାଉରକେଲାର ସେକ୍ଟର ୨୧ ରହମତ ନଗର ବସ୍ତିରେ ମଧ୍ୟରାତ୍ରରେ ଏକ ଟାୟାର ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଟାୟାର ଜଳି ନଷ୍ଟ ହୋଇଯାଇଥିବା ବେଳେ ମୃତାହତ ନେଇ ସୂଚନା ମିଳିନାହିଁ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ତିନୋଟି ଦମକଳ ଗାଡି…

ବାଲେଶ୍ୱର କମର୍ଦ୍ଦା ବଜାରରେ ଅଗ୍ନିକାଣ୍ଡ, ଜଳିଗଲା ୫ଟି ଦୋକାନ ଘର

ବାଲେଶ୍ୱର: ଭୋରରେ ଲାଗିଲା ନିଆଁ । ଜଳିଗଲା ଦୋକାନ ଘର । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ କମର୍ଦ୍ଦା ବଜାରରେ ଆଜି ଭୋରରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ପାଞ୍ଚଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି । ପୋଡ଼ି ଛାରଖାର ହୋଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଧୀରେ ଧୀରେ…

ବୁର୍ଲା ଭୀମସାରରେ ଟଳିଲା ବଡଧରଣର ଅଘଟଣ

ସମ୍ୱଲପୁର: ଗଛ ଭାଙ୍ଗି ବିଦ୍ୟୁତ ତାର ଛିଣ୍ଡିଗଲା । ୧୧ କେଭି ବିଦ୍ୟୁତ ତାର ଛିଣ୍ଡିଯିବାରୁ ସର୍ଟ ସର୍କିଟରୁ ଲାଗିଲା ନିଆଁ । ଏଥିରୁ ବୁର୍ଲା ଭୀମସାର ରକ୍ତଭଣ୍ଡାରରେ ଅଗ୍ନିକାଣ୍ଡ ହୋଇଛି । ପୋଡ଼ି ଯାଇଛି ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର । ଏବେ ବାକି ଥିବା ୩ଟି ଫ୍ରିଜରରେ…

ଜଳିଗଲା ମୋବାଇଲ୍ ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଝାରସୁଗୁଡ଼ା: ରାତିରେ ମୋବାଇଲ୍ ଦୋକାନରେ ଲାଗିଲା ନିଆଁ । ଲକ୍ଷାଧିକ ଟଙ୍କାର ଜିନିଷ ଓ ଉପକରଣ ପୋଡ଼ି ପାଉଁଶ ହୋଇଛି । ଝାରସୁଗୁଡ଼ାର ବକ୍ସି ଛକଠାରେ ଥିବା ଏକ ମୋବାଇଲ ଦୋକାନରେ ଏହି ଅଗ୍ନିକାଣ୍ଡ ହୋଇଛି । ଗତକାଲି ବିଳମ୍ବିତ ରାତିରେ ମହାପାତ୍ର ଇଲେକ୍ଟ୍ରୋନିକ୍ସ ନାମକ ମୋବାଇଲ ଦୋକାନରେ…

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ଏଲ୍ ଆଣ୍ଡ ଟି କମ୍ପାନୀର ପାଇପ୍

ରାଉରକେଲା: ଉଦିତନଗର ଖେଳ ପଡିଆରେ ଏଲ୍ ଆଣ୍ଡ ଟି କମ୍ପାନୀ ପକ୍ଷରୁ ରଖାଯାଇଥିବା ପାଇପରେ ଲାଗିଲା ନିଆଁ । ଆଜି ସାଢ଼େ 12ଟା ବେଳେ ଏଥିରେ ନିଆଁ ଲାଗି ଥିବା ଦେଖିବାକୁ ମିଳିଥିଲା । ପ୍ରବଳ ନିଆଁ ଓ ଧୂଆଁ ଦେଖିବାକୁ ମିଳିଥିଲା । ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ ଅଗ୍ନିଶମ ବାହିନୀ ଟିମ୍ ।…

ଗୁଜରାଟରେ ଜଳିଗଲା ପ୍ଲାଷ୍ଟିକ ଫ୍ୟାକ୍ଟ୍ରି, ଦେଖନ୍ତୁ ଭୟାବହ ଅଗ୍ନିକାଣ୍ଡର ଭିଡିଓ

ଗୁଜରାଟ: ଜଳିଗଲା ପ୍ଲାଷ୍ଟିକ ଫ୍ୟାକ୍ଚ୍ରି । ଗୁଜରାଟର ବଲସାଡରେ ଏହି ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁ ହୁ ହୋଇ ଜଳି ଯାଉଛି ପ୍ଲାଷ୍ଟିକ ଫ୍ୟାକ୍ଟ୍ରି । ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି । ପୁରୀ ଫ୍ୟାକ୍ଟ୍ରି ଜଳୁଛି । ଖବରପାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି…

ଜଳିଗଲା ଗୁହାଳ ଘର, ଜଣେ ଆହତ

ବାଲିପାଟଣା: ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଥାନା ଖମଙ୍ଗଶାସନ ଗାଁରେ ଭୟାବହ ଅଗ୍ନିକାଣ୍ଡ । ଗୁହାଳ ଘର ସମହ ଦୁଇ ବଖରା ଘର ଜଳି ଯାଇଛି । ନିଆଁରେ ପୋଡ଼ି ହୋଇ ଗୋଟିଏ ଗାଈ ମୃତ୍ୟୁ ହୋଇଥିବା ବେଳେ ୨ଟି ଗାଈ ଗୁରୁତର ହୋଇଛି । ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ମଧ୍ୟ ଆହତ ହୋଇଛନ୍ତି । ତାଙ୍କ ନାଁ…

ଚଳନ୍ତା କାରରେ ଲାଗିଲା ନିଆଁ

କେନ୍ଦୁଝର: କେନ୍ଦୁଝରର ରାମଚନ୍ଦ୍ରପୁର ନିକଟସ୍ଥ ନରନପୁର-ଡୁବୁରୀ ରୋଡରେ ମଙ୍ଗଳବାର ଦିନ ଏକ କାରରେ ନିଆଁ ଲାଗିଯାଇଛି। ସୂଚନା ଅନୁଯାୟୀ ଉକ୍ତ କାରରେ ଥିବା ତିନି ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଇଲେକ୍ଟ୍ରିଟକ୍ ସର୍ଟ ସର୍କିଟ ଯୋଗୁଁ ଚଳନ୍ତା ଗାଡିରେ ନିଆଁ ଲାଗିଯାଇଥିବା ନେଇ…